Online Bibel

- Annoncer -




2 ଶାମୁୟେଲ 12:18 - ପବିତ୍ର ବାଇବଲ

18 ଏହିପରି ସପ୍ତମ ଦିନରେ ପିଲାଟି ମରିଗଲା, କିନ୍ତୁ ସେମାନେ ଭୟରେ ଦାଉଦଙ୍କୁ ଏ କଥା ଜଣାଇଲେ ନାହିଁ, ସେମାନେ ନିଜ ଭିତରେ କୁହାକୁହି ହେଲେ, “କାରଣ ପିଲାଟି ବଞ୍ଚିଥିବା ସମୟରେ ସେ ଆମ୍ଭ କଥା ଶୁଣିଲେ ନାହିଁ। ଯଦି ଆମ୍ଭେ ପିଲାଟିର ମୃତ୍ୟୁ ବିଷୟରେ କହିଥା’ନ୍ତୁ, ସେ ତା'ର ନିଜର କ୍ଷତି କରିଥା’ନ୍ତା। ସେଥିପାଇଁ ସେମାନେ ଏହା କହିଲେ ନାହିଁ।”

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

18 ଏଉତ୍ତାରେ ସପ୍ତମ ଦିନରେ ବାଳକ ମଲା। ମାତ୍ର ବାଳକ ଯେ ମରିଅଛି, ଏ କଥା ଦାଉଦଙ୍କୁ ଜଣାଇବା ପାଇଁ ତାଙ୍କର ଦାସମାନେ ଭୟ କଲେ; କାରଣ ସେମାନେ କହିଲେ, ଦେଖ, ବାଳକ ବଞ୍ଚିଥିବା ବେଳେ ଆମ୍ଭେମାନେ ବହୁତ କହିଲେ ହେଁ ସେ ଆମ୍ଭମାନଙ୍କ ରବ ଶୁଣିଲେ ନାହିଁ; ଏବେ ବାଳକ ମରିଅଛି, ଏ କଥା ତାଙ୍କୁ ଜଣାଇଲେ, ସେ ଆପଣାର କି ଅନିଷ୍ଟ ନ କରିବେ?

Se kapitlet Kopi

ଓଡିଆ ବାଇବେଲ

18 ଏଉତ୍ତାରେ ସପ୍ତମ ଦିନରେ ବାଳକ ମଲା। ମାତ୍ର ବାଳକ ଯେ ମରିଅଛି, ଏହି କଥା ଦାଉଦଙ୍କୁ ଜଣାଇବା ପାଇଁ ତାଙ୍କର ଦାସମାନେ ଭୟ କଲେ; କାରଣ ସେମାନେ କହିଲେ, “ଦେଖ, ବାଳକ ବଞ୍ଚିଥିବା ବେଳେ ଆମ୍ଭେମାନେ ବହୁତ କହିଲେ ହେଁ ସେ ଆମ୍ଭମାନଙ୍କ ରବ ଶୁଣିଲେ ନାହିଁ; ଏବେ ବାଳକ ମରିଅଛି, ଏ କଥା ତାଙ୍କୁ ଜଣାଇଲେ, ସେ ଆପଣାର କି ଅନିଷ୍ଟ ନ କରିବେ ?”

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏଉତ୍ତାରେ ସପ୍ତମ ଦିନରେ ବାଳକ ମଲା। ମାତ୍ର ବାଳକ ଯେ ମରିଅଛି, ଏହି କଥା ଦାଉଦଙ୍କୁ ଜଣାଇବା ପାଇଁ ତାଙ୍କର ଦାସମାନେ ଭୟ କଲେ; କାରଣ ସେମାନେ କହିଲେ, “ଦେଖ, ବାଳକ ବଞ୍ଚିଥିବା ବେଳେ ଆମ୍ଭେମାନେ ବହୁତ କହିଲେ ହେଁ ସେ ଆମ୍ଭମାନଙ୍କ ରବ ଶୁଣିଲେ ନାହିଁ; ଏବେ ବାଳକ ମରିଅଛି, ଏ କଥା ତାଙ୍କୁ ଜଣାଇଲେ, ସେ ଆପଣାର କି ଅନିଷ୍ଟ ନ କରିବେ?”

Se kapitlet Kopi




2 ଶାମୁୟେଲ 12:18

Følg os:

Annoncer


Annoncer