2 ଶାମୁୟେଲ 12:25 - ପବିତ୍ର ବାଇବଲ25 ସଦାପ୍ରଭୁ ନାଥନ ନାମକ ଏକ ଭବିଷ୍ୟଦ୍ବକ୍ତାଙ୍କ ମାଧ୍ୟମରେ କହି ପଠାଇଲେ ଏବଂ ସଦାପ୍ରଭୁ ନାଥନ ତା'ର ନାମ ଶଲୋମନ ଯିଦୀଦିୟପରି ଦେଲେ। ନାଥନ ସଦାପ୍ରଭୁଙ୍କ ପାଇଁ ଏହା କଲେ। Se kapitletପବିତ୍ର ବାଇବଲ (Re-edited) - (BSI)25 ଆଉ ସଦାପ୍ରଭୁ ତାହାକୁ ପ୍ରେମ କଲେ; ପୁଣି ସେ ନାଥନ ଭବିଷ୍ୟଦ୍ବକ୍ତାଙ୍କ ଦ୍ଵାରା କହି ପଠାନ୍ତେ, ସଦାପ୍ରଭୁଙ୍କ ସକାଶୁ ସେ ତାହାର ନାମ ଯିଦିଦୀୟ (ସଦାପ୍ରଭୁଙ୍କ ପ୍ରିୟ) ଦେଲେ। Se kapitletଓଡିଆ ବାଇବେଲ25 ପୁଣି ସେ ନାଥନ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା କହି ପଠାନ୍ତେ, ସଦାପ୍ରଭୁଙ୍କ ସକାଶୁ ସେ ତାହାର ନାମ ଯିଦିଦୀୟ ଦେଲେ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ପୁଣି ସେ ନାଥନ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା କହି ପଠାନ୍ତେ, ସଦାପ୍ରଭୁଙ୍କ ସକାଶୁ ସେ ତାହାର ନାମ ଯିଦିଦୀୟ ଦେଲେ। Se kapitlet |