2 ଶାମୁୟେଲ 12:26 - ପବିତ୍ର ବାଇବଲ26 ଅମ୍ମୋନୀୟମାନଙ୍କର ରାଜଧାନୀ ସହର ରବ୍ବାକୁ ଯୋୟାବ ଯୁଦ୍ଧ କରି କରଗତ କଲେ। Se kapitletପବିତ୍ର ବାଇବଲ (Re-edited) - (BSI)26 ଏଥି ମଧ୍ୟରେ ଯୋୟାବ ଅମ୍ମୋନସନ୍ତାନଗଣର ରବ୍ବା ନଗର ପ୍ରତିକୂଳରେ ଯୁଦ୍ଧ କରି ରାଜନଗର ହସ୍ତଗତ କଲା। Se kapitletଓଡିଆ ବାଇବେଲ26 ଏଥି ମଧ୍ୟରେ ଯୋୟାବ ଅମ୍ମୋନ ସନ୍ତାନଗଣର ରବ୍ବା ନଗର ପ୍ରତିକୂଳରେ ଯୁଦ୍ଧ କରି ରାଜନଗର ଅଧିକାର କଲା। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଏଥିମଧ୍ୟରେ ଯୋୟାବ ଅମ୍ମୋନ-ସନ୍ତାନଗଣର ରବ୍ବା ନଗର ପ୍ରତିକୂଳରେ ଯୁଦ୍ଧ କରି ରାଜନଗର ଅଧିକାର କଲା। Se kapitlet |