Online Bibel

- Annoncer -




2 ଶାମୁୟେଲ 3:19 - ପବିତ୍ର ବାଇବଲ

19 ଅ‌‌ବ୍‌‌ନର‌ ଏହିସବୁ କଥାଗୁଡ଼ିକ ଦାଉଦଙ୍କୁ ହିବ୍ରୋଣଠାରେ କହିଲେ, ଏବଂ ବିନ୍ୟାମୀନ ବଂଶଧରକୁ କହିଲେ। ଅ‌‌ବ୍‌‌ନର‌ଙ୍କର ଏହିକଥା ଇସ୍ରାଏଲର ଲୋକମାନଙ୍କୁ ଓ ବିନ୍ୟାମୀନ ପରିବାରବର୍ଗର ଲୋକମାନଙ୍କୁ ଶୁଣିବାକୁ ଭଲ ଲାଗିଲା।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

19 ଆଉ ଅବ୍ନର ବିନ୍ୟାମୀନର କର୍ଣ୍ଣଗୋଚରରେ ମଧ୍ୟ ସେହି କଥା କହିଲା; ପୁଣି ଇସ୍ରାଏଲ ଓ ବିନ୍ୟାମୀନର ସମସ୍ତ ବଂଶ ଦୃଷ୍ଟିରେ ଯାହା ଭଲ ଦେଖାଗଲା, ଅବ୍ନର ସେସମସ୍ତ କଥା ଦାଉଦଙ୍କର କର୍ଣ୍ଣଗୋଚରରେ ମଧ୍ୟ କହିବା ପାଇଁ ହିବ୍ରୋଣକୁ ଯାତ୍ରା କଲା।

Se kapitlet Kopi

ଓଡିଆ ବାଇବେଲ

19 ଆଉ ଅବ୍‍ନର ବିନ୍ୟାମୀନ୍‍ର କର୍ଣ୍ଣଗୋଚରରେ ମଧ୍ୟ ସେହି କଥା କହିଲା; ପୁଣି ଇସ୍ରାଏଲ ଓ ବିନ୍ୟାମୀନ୍‍ର ସମସ୍ତ ବଂଶ ଦୃଷ୍ଟିରେ ଯାହା ଭଲ ଦେଖାଗଲା, ଅବ୍‍ନର ସେହି ସମସ୍ତ କଥା ଦାଉଦଙ୍କର କର୍ଣ୍ଣଗୋଚରରେ ମଧ୍ୟ କହିବା ପାଇଁ ହିବ୍ରୋଣକୁ ଯାତ୍ରା କଲା।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆଉ ଅବ୍‍ନର ବିନ୍ୟାମୀନ୍‍ର କର୍ଣ୍ଣଗୋଚରରେ ମଧ୍ୟ ସେହି କଥା କହିଲା; ପୁଣି ଇସ୍ରାଏଲ ଓ ବିନ୍ୟାମୀନ୍‍ର ସମସ୍ତ ବଂଶ ଦୃଷ୍ଟିରେ ଯାହା ଭଲ ଦେଖାଗଲା, ଅବ୍‍ନର ସେହି ସମସ୍ତ କଥା ଦାଉଦଙ୍କର କର୍ଣ୍ଣଗୋଚରରେ ମଧ୍ୟ କହିବା ପାଇଁ ହିବ୍ରୋଣକୁ ଯାତ୍ରା କଲା।

Se kapitlet Kopi




2 ଶାମୁୟେଲ 3:19

Følg os:

Annoncer


Annoncer