Online Bibel

- Annoncer -




2 ଶାମୁୟେଲ 3:20 - ପବିତ୍ର ବାଇବଲ

20 ତା'ପରେ ଅ‌‌ବ୍‌‌ନର‌ ଦାଉଦଙ୍କ ପାଖକୁ ହିବ୍ରୋଣକୁ ଆସିଲେ। ଅ‌‌ବ୍‌‌ନର‌ ତାଙ୍କ ସହିତ କୋଡ଼ିଏ ଜଣ ଲୋକଙ୍କୁ ସାଙ୍ଗରେ ଆଣିଥିଲେ। ଅ‌‌ବ୍‌‌ନର‌ ଓ ତାଙ୍କ ସହିତ ଆସିଥିବା ଲୋକମାନଙ୍କୁ ଦାଉଦ ଏକ ଭୋଜି ଦେଲେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

20 ଏରୂପେ ଅବ୍ନର ଆପଣା ସଙ୍ଗରେ କୋଡ଼ିଏ ଜଣ ନେଇ ହିବ୍ରୋଣରେ ଦାଉଦଙ୍କ ନିକଟରେ ଉପସ୍ଥିତ ହେଲା। ତହିଁରେ ଦାଉଦ ଅବ୍ନର ଓ ତାହାର ସଙ୍ଗୀ ଲୋକମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ।

Se kapitlet Kopi

ଓଡିଆ ବାଇବେଲ

20 ଏରୂପେ ଅବ୍‍ନର ଆପଣା ସଙ୍ଗରେ କୋଡ଼ିଏ ଜଣକୁ ନେଇ ହିବ୍ରୋଣରେ ଦାଉଦଙ୍କ ନିକଟରେ ଉପସ୍ଥିତ ହେଲା। ତହିଁରେ ଦାଉଦ ଅବ୍‍ନର ଓ ତାହାର ସଙ୍ଗୀ ଲୋକମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏରୂପେ ଅବ୍‍ନର ଆପଣା ସଙ୍ଗରେ କୋଡ଼ିଏ ଜଣକୁ ନେଇ ହିବ୍ରୋଣରେ ଦାଉଦଙ୍କ ନିକଟରେ ଉପସ୍ଥିତ ହେଲା। ତହିଁରେ ଦାଉଦ ଅବ୍‍ନର ଓ ତାହାର ସଙ୍ଗୀ ଲୋକମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ।

Se kapitlet Kopi




2 ଶାମୁୟେଲ 3:20

Følg os:

Annoncer


Annoncer