2 ଶାମୁୟେଲ 5:10 - ପବିତ୍ର ବାଇବଲ10 ଆଉ ସର୍ବଶକ୍ତିମାନ ସଦାପ୍ରଭୁ ଦାଉଦଙ୍କର ସହାୟ ହେବାରୁ ଦାଉଦ ଆହୁରି ଅଧିକରୁ ଅଧିକ ଶକ୍ତିଶାଳୀ ହେଲେ। Se kapitletପବିତ୍ର ବାଇବଲ (Re-edited) - (BSI)10 ଆଉ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵର ଦାଉଦଙ୍କର ସହାୟ ହେବାରୁ ସେ ଆହୁରି ଆହୁରି ମହାନ ହେଲେ। Se kapitletଓଡିଆ ବାଇବେଲ10 ଆଉ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଦାଉଦଙ୍କର ସହାୟ ହେବାରୁ ସେ ଅଧିକରୁ ଅଧିକ ମହାନ ହେଲେ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଦାଉଦଙ୍କର ସହାୟ ହେବାରୁ ସେ ଅଧିକରୁ ଅଧିକ ମହାନ ହେଲେ। Se kapitlet |