2 ଶାମୁୟେଲ 7:18 - ପବିତ୍ର ବାଇବଲ18 ତା'ପରେ ରାଜା ଦାଉଦ ସଦାପ୍ରଭୁଙ୍କ ସମ୍ମୁଖକୁ ଯାଇ ବସିଲେ ଏବଂ କହିଲେ, ସଦାପ୍ରଭୁ ମୋର ପ୍ରଭୁ, “କାହିଁକି ମୁଁ ତୁମ୍ଭ ପକ୍ଷରେ ଏତେ ଗୁରୁତ୍ୱପୂର୍ଣ୍ଣ? କାହିଁକି ମୋର ପରିବାର ଏତେ ଗୁରୁତ୍ୱପୂର୍ଣ୍ଣ? କାହିଁକି ମୋତେ ଏତେ ଗୁରୁତ୍ୱପୂର୍ଣ୍ଣ କରିଛ? Se kapitletପବିତ୍ର ବାଇବଲ (Re-edited) - (BSI)18 ଏଥିରେ ଦାଉଦ ରାଜା ଭିତରକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ବସିଲେ ଓ କହିଲେ, ହେ ପ୍ରଭୋ, ସଦାପ୍ରଭୋ, ମୁଁ କିଏ ଓ ମୋର ବଂଶ ବା କଅଣ ଯେ, ତୁମ୍ଭେ ମୋତେ ଏ ପର୍ଯ୍ୟନ୍ତ ଆଣିଅଛ? Se kapitletଓଡିଆ ବାଇବେଲ18 ଏଥିରେ ଦାଉଦ ରାଜା ଭିତରକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ବସିଲେ ଓ କହିଲେ, “ହେ ପ୍ରଭୁ, ସଦାପ୍ରଭୁ, ମୁଁ କିଏ ଓ ମୋର ବଂଶ ବା କଅଣ ଯେ, ତୁମ୍ଭେ ମୋତେ ଏ ପର୍ଯ୍ୟନ୍ତ ଆଣିଅଛ ? Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏଥିରେ ଦାଉଦ ରାଜା ଭିତରକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ବସିଲେ ଓ କହିଲେ, “ହେ ପ୍ରଭୋ ସଦାପ୍ରଭୋ, ମୁଁ କିଏ ଓ ମୋର ବଂଶ ବା କଅଣ ଯେ, ତୁମ୍ଭେ ମୋତେ ଏପର୍ଯ୍ୟନ୍ତ ଆଣିଅଛ? Se kapitlet |