2 ଶାମୁୟେଲ 9:1 - ପବିତ୍ର ବାଇବଲ1 ଦାଉଦ ପଗ୍ଭରିଲେ, “ଆଉ ଶାଉଲ ପରିବାରର କୌଣସି ଲୋକ ରହିଲେ କି? ମୁଁ ସେମାନଙ୍କ ଉପରେ ଦୟା କରିବାକୁ ଗ୍ଭହେଁ। ମୁଁ ଏ ସବୁ ଯୋନାଥନଙ୍କ ପାଇଁ କରିବାକୁ ଗ୍ଭହୁଁଛି।” Se kapitletପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଦାଉଦ ପଚାରିଲେ, ଯୋନାଥନ ସକାଶୁ ମୁଁ ଯାହା ପ୍ରତି ଦୟା ପ୍ରକାଶ କରିପାରେ, ଏପରି କେହି କି ଶାଉଲଙ୍କ ବଂଶରେ ଅବଶିଷ୍ଟ ଅଛି? Se kapitletଓଡିଆ ବାଇବେଲ1 ଏଥିଉତ୍ତାରେ ଦାଉଦ ପଚାରିଲେ, “ଯୋନାଥନ ସକାଶୁ ମୁଁ ଯାହା ପ୍ରତି ଦୟା ପ୍ରକାଶ କରିପାରେ, ଏପରି କେହି କି ଶାଉଲଙ୍କ ବଂଶରେ ଅବଶିଷ୍ଟ ଅଛି ?” Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଦାଉଦ ପଚାରିଲେ, “ଯୋନାଥନ ସକାଶୁ ମୁଁ ଯାହା ପ୍ରତି ଦୟା ପ୍ରକାଶ କରିପାରେ, ଏପରି କେହି କି ଶାଉଲଙ୍କ ବଂଶରେ ଅବଶିଷ୍ଟ ଅଛି?” Se kapitlet |