Online Bibel

- Annoncer -




2 ଶାମୁୟେଲ 9:12 - ପବିତ୍ର ବାଇବଲ

12 ମଫୀବୋଶ‌‌ତ୍‌‌ର ଏକ ସାନ ପୁତ୍ର ଥିଲା। ଯାହାର ନାମ ଥିଲା ମୀଖା। ସୀବଃ ବଂଶର ପ୍ରତ୍ୟେକ ଲୋକ ମଫୀବୋଶ‌‌ତ୍‌‌ର ଦାସ ହୋଇ ରହିଲେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

12 ସେହି ମଫୀବୋଶତ୍ର ଏକ ସାନ ପୁତ୍ର ଥିଲା, ତାହାର ନାମ ମୀଖା। ପୁଣି ସୀବଃର ଗୃହରେ ବାସକାରୀ ସମସ୍ତ ଲୋକ ମଫୀବୋଶତ୍ର ଦାସ ହେଲେ।ପ୍ର.ବଂ. ୮:୩୪

Se kapitlet Kopi

ଓଡିଆ ବାଇବେଲ

12 ସେହି ମଫୀବୋଶତ୍‍ର ଏକ ସାନ ପୁତ୍ର ଥିଲା, ତାହାର ନାମ ମୀକା। ପୁଣି ସୀବଃର ଗୃହରେ ବାସକାରୀ ସମସ୍ତ ଲୋକ ମଫୀବୋଶତ୍‍ର ଦାସ ହେଲେ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେହି ମଫୀବୋଶତ୍‍ର ଏକ ସାନ ପୁତ୍ର ଥିଲା, ତାହାର ନାମ ମୀକା। ପୁଣି ସୀବଃର ଗୃହରେ ବାସକାରୀ ସମସ୍ତ ଲୋକ ମଫୀବୋଶତ୍‍ର ଦାସ ହେଲେ।

Se kapitlet Kopi




2 ଶାମୁୟେଲ 9:12

Følg os:

Annoncer


Annoncer