Online Bibel

- Annoncer -




ଦ୍ଵିତୀୟ ବିବରଣ 1:20 - ପବିତ୍ର ବାଇବଲ

20 ଏହା ପରେ ମୁଁ ତୁମ୍ଭମାନଙ୍କୁ କହିଲି, ‘ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କୁ ଯେଉଁ ଇମୋରୀୟମାନଙ୍କର ପର୍ବତମୟ ଦେଶ ଦେବେ, ସେହିଠାରେ ଆମ୍ଭେମାନେ ଏବେ ଉପସ୍ଥିତ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

20 ଏଉତ୍ତାରେ ମୁଁ ତୁମ୍ଭମାନଙ୍କୁ କହିଲି, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କୁ ଇମୋରୀୟମାନଙ୍କର ଯେଉଁ ପର୍ବତମୟ ଦେଶ ଦେବେ, ସେଠାରେ ତୁମ୍ଭେମାନେ ଉପସ୍ଥିତ ହୋଇଅଛ।

Se kapitlet Kopi

ଓଡିଆ ବାଇବେଲ

20 ଏଉତ୍ତାରେ ମୁଁ ତୁମ୍ଭମାନଙ୍କୁ କହିଲି, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଇମୋରୀୟମାନଙ୍କର ଯେଉଁ ପର୍ବତମୟ ଦେଶ ଦେବେ, ସେଠାରେ ତୁମ୍ଭେମାନେ ଉପସ୍ଥିତ ହୋଇଅଛ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏଉତ୍ତାରେ ମୁଁ ତୁମ୍ଭମାନଙ୍କୁ କହିଲି, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଇମୋରୀୟମାନଙ୍କର ଯେଉଁ ପର୍ବତମୟ ଦେଶ ଦେବେ, ସେଠାରେ ତୁମ୍ଭେମାନେ ଉପସ୍ଥିତ ହୋଇଅଛ।

Se kapitlet Kopi




ଦ୍ଵିତୀୟ ବିବରଣ 1:20

Følg os:

Annoncer


Annoncer