ଦ୍ଵିତୀୟ ବିବରଣ 1:9 - ପବିତ୍ର ବାଇବଲ9 ମୋଶା କହିଲେ, “ସେ ସମୟରେ ମୁଁ ତୁମ୍ଭମାନଙ୍କୁ କହିଲି, ‘ମୁଁ ଏକା ତୁମ୍ଭମାନଙ୍କର ଭଲ ମନ୍ଦ ବୁଝିପାରିବି ନାହିଁ। Se kapitletପବିତ୍ର ବାଇବଲ (Re-edited) - (BSI)9 ପୁଣି ସେସମୟରେ ମୁଁ ତୁମ୍ଭମାନଙ୍କୁ କହିଲି, ମୁଁ ଏକାକୀ ତୁମ୍ଭମାନଙ୍କ ଭାର ବହିବାକୁ ଅସମର୍ଥ; Se kapitletଓଡିଆ ବାଇବେଲ9 ପୁଣି ସେସମୟରେ ମୁଁ ତୁମ୍ଭମାନଙ୍କୁ କହିଲି, “ମୁଁ ଏକାକୀ ତୁମ୍ଭମାନଙ୍କ ଭାର ବହିବାକୁ ଅସମର୍ଥ; Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି ସେସମୟରେ ମୁଁ ତୁମ୍ଭମାନଙ୍କୁ କହିଲି, “ମୁଁ ଏକାକୀ ତୁମ୍ଭମାନଙ୍କ ଭାର ବହିବାକୁ ଅସମର୍ଥ; Se kapitlet |