ଉପଦେଶକ 10:16 - ପବିତ୍ର ବାଇବଲ16 ହେ ଦେଖ, ତୁମ୍ଭର ରାଜା ଯେବେ ବାଳକ ହୁଏ ଓ ତୁମ୍ଭର ଅଧିପତିଗଣଙ୍କ ପ୍ରଭାତରେ ଭୋଜନ କରନ୍ତି। ତେବେ ଏହା ତୁମ୍ଭ ପ୍ରତି ବହୁତ ଖରାପ। Se kapitletପବିତ୍ର ବାଇବଲ (Re-edited) - (BSI)16 ହେ ଦେଶ, ତୁମ୍ଭର ରାଜା ଯେବେ ବାଳକ ହୁଏ ଓ ତୁମ୍ଭର ଅଧିପତିଗଣ ଯେବେ ପ୍ରଭାତରେ ଭୋଜନ କରନ୍ତି, ତେବେ ତୁମ୍ଭେ ସନ୍ତାପର ପାତ୍ର। Se kapitletଓଡିଆ ବାଇବେଲ16 ହେ ଦେଶ, ତୁମ୍ଭର ରାଜା ଯଦି ବାଳକ ହୁଏ ଓ ତୁମ୍ଭର ଅଧିପତିଗଣ ଯଦି ପ୍ରଭାତରେ ଭୋଜନ କରନ୍ତି, ତେବେ ତୁମ୍ଭେ ସନ୍ତାପର ପାତ୍ର। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ହେ ଦେଶ, ତୁମ୍ଭର ରାଜା ଯଦି ବାଳକ ହୁଏ ଓ ତୁମ୍ଭର ଅଧିପତିଗଣ ଯଦି ପ୍ରଭାତରେ ଭୋଜନ କରନ୍ତି, ତେବେ ତୁମ୍ଭେ ସନ୍ତାପର ପାତ୍ର। Se kapitlet |