Online Bibel

- Annoncer -




ଉପଦେଶକ 7:29 - ପବିତ୍ର ବାଇବଲ

29 “ମୁଁ ଯାହା ପାଇଛି ତାକୁ ଥରେ ମାତ୍ର ଦେଖ। ପରମେଶ୍ୱର ମାନବ ସମାଜକୁ ସରଳ କରି ତିଆରି କଲେ। କିନ୍ତୁ ସେମାନେ ସର୍ବଦା ନୂତନ ଯୋଜନା ଉଦ୍ଭାବନ କରିଛନ୍ତି।”

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

29 ଦେଖ, ମୁଁ ଏତିକି ମାତ୍ର ପାଇଅଛି ଯେ, ପରମେଶ୍ଵର ମନୁଷ୍ୟକୁ ସରଳ କରି ନିର୍ମାଣ କଲେ; ମାତ୍ର ସେମାନେ ଅନେକ ଉଦ୍ଭାବନ ଅନ୍ଵେଷଣ କରିଅଛନ୍ତି।

Se kapitlet Kopi

ଓଡିଆ ବାଇବେଲ

29 ଦେଖ, ମୁଁ ଏତିକି ମାତ୍ର ପାଇଅଛି ଯେ, ପରମେଶ୍ୱର ମନୁଷ୍ୟକୁ ସରଳ କରି ନିର୍ମାଣ କଲେ; ମାତ୍ର ସେମାନେ ଅନେକ ଉଦ୍ଭାବନ ଅନ୍ଵେଷଣ କରିଅଛନ୍ତି।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଦେଖ, ମୁଁ ଏତିକି ମାତ୍ର ପାଇଅଛି ଯେ, ପରମେଶ୍ୱର ମନୁଷ୍ୟକୁ ସରଳ କରି ନିର୍ମାଣ କଲେ; ମାତ୍ର ସେମାନେ ଅନେକ ଉଦ୍ଭାବନ ଅନ୍ଵେଷଣ କରିଅଛନ୍ତି।

Se kapitlet Kopi




ଉପଦେଶକ 7:29

Følg os:

Annoncer


Annoncer