ଏଫିସୀୟ 2:15 - ପବିତ୍ର ବାଇବଲ15 ଯିହୂଦୀମାନଙ୍କ ବ୍ୟବସ୍ଥାରେ ଅନେକ ଗୁଡ଼ିଏ ଆଦେଶ ଓ ନିୟମାବଳୀ ଥିଲା, କିନ୍ତୁ ଯୀଶୁ ଖ୍ରୀଷ୍ଟ ସେ ବ୍ୟବସ୍ଥାଟିକୁ ସମାପ୍ତ କଲେ। ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟ ଥିଲା, ଏହି ଦୁଇଦଳର ଲୋକଙ୍କୁ ଏକାଠି କରି ତାହାଙ୍କଠାରେ ନୂତନ ଲୋକ କରାଇବା। ଏହା ଦ୍ୱାରା ଯୀଶୁ ଯେପରି ଶାନ୍ତି ସ୍ଥାପନ କରି ପାରନ୍ତି। Se kapitletପବିତ୍ର ବାଇବଲ (Re-edited) - (BSI)15 ପୁଣି ବିଧିବିଧାନଯୁକ୍ତ ଆଜ୍ଞାମୂଳକ ବ୍ୟବସ୍ଥାକୁ ଆପଣା ଶରୀରରେ ରହିତ କରିଅଛନ୍ତି, ଯେପରି ସେ ଶାନ୍ତି ସ୍ଥାପନ କରି ଉଭୟକୁ ଆପଣାଠାରେ ଜଣେ ନୂଆ ଲୋକ ସ୍ଵରୂପେ ସୃଷ୍ଟି କରନ୍ତି, Se kapitletଓଡିଆ ବାଇବେଲ15 ପୁଣି, ବିଧିବିଧାନଯୁକ୍ତ ଆଜ୍ଞାମୂଳକ ମୋଶାଙ୍କ ବ୍ୟବସ୍ଥାକୁ ଆପଣା ଶରୀରରେ ରହିତ କରିଅଛନ୍ତି, ଯେପରି ସେ ଶାନ୍ତି ସ୍ଥାପନ କରି ଉଭୟକୁ ଆପଣାଠାରେ ଜଣେ ନୂଆ ଲୋକ ସ୍ୱରୂପେ ସୃଷ୍ଟି କରନ୍ତି, Se kapitletପବିତ୍ର ବାଇବଲ (CL) NT (BSI)15 ସେ ଇହୁଦୀମାନଙ୍କର ସମସ୍ତ ଦଣ୍ଡବିଧାନ ସମ୍ବଳିତ ବ୍ୟବସ୍ଥାକୁ ଉଚ୍ଛେଦ କରି ଇହୁଦୀ ଓ ଅଣଇହୁଦୀ ଜାତିମାନଙ୍କ ମଧ୍ୟରୁ ତାଙ୍କର ସାହଚର୍ଯ୍ୟ ଉପଭୋଗ କରୁଥିବା ଏକ ନୂତନ ମାନବ ଜାତି ସୃଷ୍ଟି କରିଛନ୍ତି। ଏଥିରେ ପୃଥିବୀରେ ଶଶନ୍ତି ସ୍ଥାପିତ ହେବ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ବିଧିବିଧାନଯୁକ୍ତ ଆଜ୍ଞାମୂଳକ ବ୍ୟବସ୍ଥାକୁ ଆପଣା ଶରୀରରେ ରହିତ କରିଅଛନ୍ତି, ଯେପରି ସେ ଶାନ୍ତି ସ୍ଥାପନ କରି ଉଭୟକୁ ଆପଣାଠାରେ ଜଣେ ନୂଆ ଲୋକ ସ୍ୱରୂପେ ସୃଷ୍ଟି କରନ୍ତି, Se kapitlet |