ଏଫିସୀୟ 3:20 - ପବିତ୍ର ବାଇବଲ20 ଆମ୍ଭ ଭିତରେ ପରମେଶ୍ୱରଙ୍କ ଯେଉଁ ଶକ୍ତି କାର୍ଯ୍ୟ କରିଥାଏ, ତାହା ଆମ୍ଭର ମାଗିବା ବା ଭାବିବାଠାରୁ ଯଥେଷ୍ଟ ଅଧିକ ଏବଂ ପରମେଶ୍ୱର ତାହାଠାରୁ ଅଧିକ ଶକ୍ତିର କାର୍ଯ୍ୟ କରି ପାରନ୍ତି। Se kapitletପବିତ୍ର ବାଇବଲ (Re-edited) - (BSI)20 ଯେଉଁ ଈଶ୍ଵର ଆମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବାଠାରୁ ଅତ୍ୟଧିକ ପରିମାଣରେ ସାଧନ କରି ପାରନ୍ତି; Se kapitletଓଡିଆ ବାଇବେଲ20 ଯେଉଁ ଈଶ୍ୱର ଅାମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବା ଠାରୁ ଅତ୍ୟଧିକ ପରିମାଣରେ ସାଧନ କରି ପାରନ୍ତି, Se kapitletପବିତ୍ର ବାଇବଲ (CL) NT (BSI)20 ଯେଉଁ ଈଶ୍ୱର ଆମ୍ଭମାନଙ୍କ ମଧ୍ୟରେ ତାଙ୍କର ସକ୍ରିୟ ଶକ୍ତି ଦ୍ୱାରା ଆମର ମାଗିବାଠାରୁ ଅଧିକ ଏପରି କି ଆମର କଳ୍ପନାତୀତ ବିଷୟ ଦେବା ପାଇଁ ସମର୍ଥ, Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଯେଉଁ ଈଶ୍ବର ଅାମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବାଠାରୁ ଅତ୍ୟଧିକ ପରିମାଣରେ ସାଧନ କରିପାରନ୍ତି, Se kapitlet |