Online Bibel

- Annoncer -




ଏଫିସୀୟ 4:21 - ପବିତ୍ର ବାଇବଲ

21 ମୁଁ ଜାଣେ ତୁମ୍ଭେମାନେ ତାହାଙ୍କ ବିଷୟରେ ଶୁଣିଛ। ତୁମ୍ଭେ ତାଙ୍କଠାରେ ଅଛ, ସେଥିପାଇଁ ତୁମ୍ଭକୁ ସତ୍ୟ ଶିକ୍ଷା ଦିଆଯାଇଛି। ସେହି ସତ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ଅଛି।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

21 ତୁମ୍ଭେମାନେ ତ ତାହାଙ୍କ ବିଷୟ ଶୁଣିଅଛ, ପୁଣି ଯୀଶୁଙ୍କ ସମ୍ଵନ୍ଧୀୟ ସତ୍ୟ ଅନୁସାରେ ତାହାଙ୍କ ସହଭାଗିତାରେ ଥାଇ ଶିକ୍ଷିତ ହୋଇଅଛ,

Se kapitlet Kopi

ଓଡିଆ ବାଇବେଲ

21 ତୁମ୍ଭେମାନେ ତ ତାହାଙ୍କ ବିଷୟ ଶୁଣିଅଛ, ପୁଣି, ଯୀଶୁଙ୍କ ସମ୍ବନ୍ଧୀୟ ସତ୍ୟ ଅନୁସାରେ ତାହାଙ୍କ ସହଭାଗିତାରେ ଥାଇ ଶିକ୍ଷିତ ହୋଇଅଛ,

Se kapitlet Kopi

ପବିତ୍ର ବାଇବଲ (CL) NT (BSI)

21 ତୁମ୍ଭେମାନେ ନିଶ୍ଚିତଭାବେ ତାଙ୍କ ବିଷୟ ଶୁଣିଛ ଓ ତାଙ୍କର ଅନୁଗାମୀ ରୂପେ ଯୀଶୁଙ୍କ ସମ୍ପର୍କରେ ସତ୍ୟ ଶିକ୍ଷା ପାଇଛ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତୁମ୍ଭେମାନେ ତ ତାହାଙ୍କ ବିଷୟ ଶୁଣିଅଛ, ପୁଣି, ଯୀଶୁଙ୍କ ସମ୍ବନ୍ଧୀୟ ସତ୍ୟ ଅନୁସାରେ ତାହାଙ୍କ ସହଭାଗିତାରେ ଥାଇ ଶିକ୍ଷିତ ହୋଇଅଛ,

Se kapitlet Kopi




ଏଫିସୀୟ 4:21

Følg os:

Annoncer


Annoncer