ଏଫିସୀୟ 5:15 - ପବିତ୍ର ବାଇବଲ15 ଅତଏବ କିପରି ଜୀବନ କାଟୁଅଛ, ଏବିଷୟରେ ବିଶେଷ ସାବଧାନ ରୁହ। ନିର୍ବୋଧ ଲୋକଙ୍କ ଭଳି ଜୀବନଯାପନ କର ନାହିଁ। ମାତ୍ର ଜ୍ଞାନୀ ଲୋକଙ୍କ ପରି ଜୀବନଯାପନ କର। Se kapitletପବିତ୍ର ବାଇବଲ (Re-edited) - (BSI)15 ଅତଏବ ଅଜ୍ଞାନ ପରି ନ ହୋଇ ଜ୍ଞାନୀ ପରି ନିଜ ନିଜ ଆଚରଣ ସମ୍ଵନ୍ଧରେ ବିଶେଷ ସାବଧାନ ହୁଅ, Se kapitletଓଡିଆ ବାଇବେଲ15 ଅତଏବ ଅଜ୍ଞାନ ପରି ନ ହୋଇ ଜ୍ଞାନୀ ପରି ନିଜ ନିଜ ଆଚରଣ ସମ୍ବନ୍ଧରେ ବିଶେଷ ସାବଧାନ ହୁଅ, Se kapitletପବିତ୍ର ବାଇବଲ (CL) NT (BSI)15 ତେଣୁ ତୁମେ କିପରି ଆଚରଣ କରିବ, ସେ ବିଷୟରେ ସାବଧାନ ହୁଅ। ଅଜ୍ଞ ଭଳି ନ ହୋଇ ଜ୍ଞାନୀ ଭଳି ଆଚରଣ କର। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଅତଏବ ଅଜ୍ଞାନ ପରି ନ ହୋଇ ଜ୍ଞାନୀ ପରି ନିଜ ନିଜ ଆଚରଣ ସମ୍ବନ୍ଧରେ ବିଶେଷ ସାବଧାନ ହୁଅ, Se kapitlet |