ଏଫିସୀୟ 6:11 - ପବିତ୍ର ବାଇବଲ11 ପରମେଶ୍ୱରଙ୍କର ଆତ୍ମରକ୍ଷଣ ଅସ୍ତ୍ର ପିନ୍ଧ। ଏହା ପିନ୍ଧିବା ଦ୍ୱାରା ତୁମ୍ଭେ ଶୟତାନର ମନ୍ଦ ଚତୁରତା ବିରୁଦ୍ଧରେ ସଂଘର୍ଷ କରି ପାରିବ। Se kapitletପବିତ୍ର ବାଇବଲ (Re-edited) - (BSI)11 ତୁମ୍ଭେମାନେ ଯେପରି ଶୟତାନର ସମସ୍ତ ଚାତୁରି ବିରୁଦ୍ଧରେ ଦଣ୍ତାୟମାନ ହୋଇ ପାର, ଏଥିନିମନ୍ତେ ଈଶ୍ଵରଦତ୍ତ ସମସ୍ତ ସଜ୍ଜାରେ ଆପଣା ଆପଣାକୁ ସୁସଜ୍ଜିତ କର। Se kapitletଓଡିଆ ବାଇବେଲ11 ତୁମ୍ଭେମାନେ ଯେପରି ଶୟତାନର ସମସ୍ତ ଚାତୁରି ବିରୁଦ୍ଧରେ ଦଣ୍ଡାୟମାନ ହୋଇ ପାର, ଏଥି ନିମନ୍ତେ ଈଶ୍ୱରଦତ୍ତ ସମସ୍ତ ସଜ୍ଜାରେ ଆପଣା ଆପଣାକୁ ସୁସଜ୍ଜିତ କର । Se kapitletପବିତ୍ର ବାଇବଲ (CL) NT (BSI)11 ଈଶ୍ୱରଦତ୍ତ ସମସ୍ତ ରଣସଜ୍ଜାରେ ସଜ୍ଜିତ ହୁଅ, ଯେପରି ଶୟତାନର କୁଚକ୍ରାନ୍ତରର ସମ୍ମୁଖୀନ ହେବା ପାଇଁ ସମର୍ଥ ହେବ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତୁମ୍ଭେମାନେ ଯେପରି ଶୟତାନର ସମସ୍ତ ଚାତୁରି ବିରୁଦ୍ଧରେ ଦଣ୍ଡାୟମାନ ହୋଇପାର, ଏଥିନିମନ୍ତେ ଈଶ୍ବରଦତ୍ତ ସମସ୍ତ ସଜ୍ଜାରେ ଆପଣା ଆପଣାକୁ ସୁସଜ୍ଜିତ କର। Se kapitlet |