ଯାତ୍ରା ପୁସ୍ତକ 40:13 - ପବିତ୍ର ବାଇବଲ13 ଏହା ପରେ ହାରୋଣଙ୍କୁ ସେହି ପବିତ୍ର ବସ୍ତ୍ର ପରିଧାନ କରାଅ। ତା'ପରେ ତାକୁ ଅଭିଷିକ୍ତ ଓ ଉତ୍ସର୍ଗିତ କର ଏବଂ ସେ ମୋର ଯାଜକ ହେବ। Se kapitletପବିତ୍ର ବାଇବଲ (Re-edited) - (BSI)13 ପୁଣି ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର ବସ୍ତ୍ର ପରିଧାନ କରାଇ ଅଭିଷେକ କରି ପ୍ରତିଷ୍ଠା କରିବ। Se kapitletଓଡିଆ ବାଇବେଲ13 ପୁଣି, ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର ବସ୍ତ୍ର ପରିଧାନ କରାଇ ଅଭିଷେକ କରି ପ୍ରତିଷ୍ଠା କରିବ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର ବସ୍ତ୍ର ପରିଧାନ କରାଇ ଅଭିଷେକ କରି ପ୍ରତିଷ୍ଠା କରିବ। Se kapitlet |