Online Bibel

- Annoncer -




ଯାତ୍ରା ପୁସ୍ତକ 40:32 - ପବିତ୍ର ବାଇବଲ

32 ଯେକୌଣସି ସମୟରେ ସେମାନେ ସମାଗମ-ତମ୍ବୁରେ ପ୍ରବେଶ କଲେ ବା ଯଜ୍ଞବେଦିର ନିକଟକୁ ଆସିଲେ, ସେ ସମୟରେ ସେମାନେ ହସ୍ତପଦ ପ୍ରକ୍ଷାଳନ କଲେ, ସଦାପ୍ରଭୁ ମୋଶାଙ୍କୁ ଦେଇଥିବା ଆଜ୍ଞାନୁସାରେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

32 ଯେକୌଣସି ସମୟରେ ସେମାନେ ସମାଗମ-ତମ୍ଵୁରେ ପ୍ରବେଶ କଲେ ବା ବେଦିର ନିକଟବର୍ତ୍ତୀ ହେଲେ, ସେହି ସମୟରେ ସେମାନେ ପ୍ରକ୍ଷାଳନ କଲେ।

Se kapitlet Kopi

ଓଡିଆ ବାଇବେଲ

32 ଯେକୌଣସି ସମୟରେ ସେମାନେ ସମାଗମ-ତମ୍ବୁରେ ପ୍ରବେଶ କଲେ ବା ବେଦିର ନିକଟବର୍ତ୍ତୀ ହେଲେ, ସେହି ସମୟରେ ସେମାନେ ପ୍ରକ୍ଷାଳନ କଲେ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଯେକୌଣସି ସମୟରେ ସେମାନେ ସମାଗମ-ତମ୍ବୁରେ ପ୍ରବେଶ କଲେ ବା ବେଦିର ନିକଟବର୍ତ୍ତୀ ହେଲେ, ସେହି ସମୟରେ ସେମାନେ ପ୍ରକ୍ଷାଳନ କଲେ।

Se kapitlet Kopi




ଯାତ୍ରା ପୁସ୍ତକ 40:32

Følg os:

Annoncer


Annoncer