ଗାଲାତୀୟ 1:4 - ପବିତ୍ର ବାଇବଲ4 ପରମପିତା ପରମେଶ୍ୱରଙ୍କ ଇଚ୍ଛା ଅନୁସାରେ ଯୀଶୁ ଖ୍ରୀଷ୍ଟ ଆମ୍ଭ ପାପଗୁଡ଼ିକ ପାଇଁ ଓ ଆମ୍ଭେ ରହୁଥିବା ପାପ ସଂସାରରୁ ଆମ୍ଭକୁ ମୁକ୍ତ କରିବା ପାଇଁ ନିଜକୁ ସମର୍ପିତ କଲେ। Se kapitletପବିତ୍ର ବାଇବଲ (Re-edited) - (BSI)4 ସେ ଆମ୍ଭମାନଙ୍କ ପିତା ଈଶ୍ଵରଙ୍କ ଇଚ୍ଛାନୁସାରେ ଏହି ବର୍ତ୍ତମାନ ଜଗତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ଆମ୍ଭମାନଙ୍କ ପାପ ନିମନ୍ତେ ଆପଣାକୁ ପ୍ରଦାନ କଲେ; Se kapitletଓଡିଆ ବାଇବେଲ4 ସେ ଆମ୍ଭମାନଙ୍କ ପିତା ଈଶ୍ୱରଙ୍କ ଇଚ୍ଛାନୁସାରେ ଏହି ପାପମୟ ଜଗତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ଆମ୍ଭମାନଙ୍କ ପାପ ନିମନ୍ତେ ଆପଣାକୁ ପ୍ରଦାନ କଲେ; Se kapitletପବିତ୍ର ବାଇବଲ (CL) NT (BSI)4 ବର୍ତ୍ତମାନର ଏହି ଭ୍ରଷ୍ଟ ଜଗତରୁ ଆମକୁ ଉଦ୍ଧାର କରିବା ପାଇଁ, ଆମ ପିତା ଈଶ୍ୱରଙ୍କର ଇଚ୍ଛା ପାଳନ କରି, ଖ୍ରୀଷ୍ଟ ଆମ ପାପ ନିମନ୍ତେ ନିଜକୁ ସମର୍ପଣ କଲେ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେ ଆମ୍ଭମାନଙ୍କ ପିତା ଈଶ୍ବରଙ୍କ ଇଚ୍ଛାନୁସାରେ ଏହି ପାପମୟ ଜଗତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ଆମ୍ଭମାନଙ୍କ ପାପ ନିମନ୍ତେ ଆପଣାକୁ ପ୍ରଦାନ କଲେ; Se kapitlet |