ଆଦି ପୁସ୍ତକ 1:30 - ପବିତ୍ର ବାଇବଲ30 ସମସ୍ତ ଗ୍ଭରା ଗଛ ଜୀବିତ ପ୍ରାଣୀଙ୍କର ଖାଦ୍ୟ ପାଇଁ ଦେଲି, ଆକାଶରେ ଉଡ଼ୁଥିବା ପ୍ରତ୍ୟେକ ପକ୍ଷୀ, ପ୍ରତ୍ୟେକ ଭୂଚର ପ୍ରାଣୀ ଏବଂ ପ୍ରତ୍ୟେକ ଜୀବନ୍ତ ଏବଂ ନିଶ୍ୱାସ ନେଉଥିବା ପ୍ରାଣୀ ମୁଁ ତୁମ୍ଭଙ୍କୁ ଦେଲି।” ଏବଂ ଏହିପରି ହେଲା। Se kapitletପବିତ୍ର ବାଇବଲ (Re-edited) - (BSI)30 ପୁଣି ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ ଶାକ ଦେଲୁ; ତହିଁରେ ସେପରି ହେଲା। Se kapitletଓଡିଆ ବାଇବେଲ30 ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍ ଶାକ ଦେଲୁ,” ତହିଁରେ ସେହିପରି ହେଲା। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍ ଶାକ ଦେଲୁ,” ତହିଁରେ ସେହିପରି ହେଲା। Se kapitlet |