ଏବ୍ରୀ 1:10 - ପବିତ୍ର ବାଇବଲ10 ପରମେଶ୍ୱର ଏହା ମଧ୍ୟ କହନ୍ତି: “ହେ ପ୍ରଭୁ! ତୁମ୍ଭେ ଆରମ୍ଭରେ ପୃଥିବୀ ନିର୍ମାଣ କଲ, ଓ ତୁମ୍ଭର ହାତ ଆକାଶ ନିର୍ମାଣ କଲା। Se kapitletପବିତ୍ର ବାଇବଲ (Re-edited) - (BSI)10 ଆହୁରି, “ହେ ପ୍ରଭୁ, ତୁମ୍ଭେ ଆରମ୍ଭରେ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛ, ପୁଣି ଆକାଶମଣ୍ତଳ ତୁମ୍ଭ ହସ୍ତକୃତ କର୍ମନ୍ତ” Se kapitletଓଡିଆ ବାଇବେଲ10 ଆହୁରି, "ହେ ପ୍ରଭୁ, ତୁମ୍ଭେ ଆରମ୍ଭରୁ ହିଁ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛ, ପୁଣି, ଆକାଶମଣ୍ଡଳ ତୁମ୍ଭ ହସ୍ତକୃତ କର୍ମ'' Se kapitletପବିତ୍ର ବାଇବଲ (CL) NT (BSI)10 ସେ ଆହୁରି ମଧ୍ୟ କହିଛନ୍ତି, “ହେ ପ୍ରଭୁ, ତୁମେ ଆଦ୍ୟରେ ପୃଥିବୀ ସୃଷ୍ଟି କଲ ଏବଂ ଆପଣା ହସ୍ତ ଦ୍ୱାରା ଆକାଶମଣ୍ଡଳ ସୃଷ୍ଟି କଲେ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆହୁରି, “ହେ ପ୍ରଭୁ, ତୁମ୍ଭେ ଆରମ୍ଭରୁ ହିଁ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛ, ପୁଣି, ଆକାଶମଣ୍ଡଳ ତୁମ୍ଭ ହସ୍ତକୃତ କର୍ମ।” Se kapitlet |