ଯିରିମୀୟ 13:19 - ପବିତ୍ର ବାଇବଲ19 ଦକ୍ଷିଣ ପ୍ରଦେଶୀୟ ନଗରସବୁ ରୁଦ୍ଧ ହୋଇଅଛି ଓ ତାହାକୁ ଫିଟାଇବାକୁ କେହି ନାହିଁ। ସମଗ୍ର ଯିହୁଦା ନିର୍ବାସିତ ହୋଇଛନ୍ତି। ସେମାନେ ସମସ୍ତେ ବନ୍ଦୀରୂପେ ଉପନୀତ ହୋଇଛନ୍ତି। Se kapitletପବିତ୍ର ବାଇବଲ (Re-edited) - (BSI)19 ଦକ୍ଷିଣ ପ୍ରଦେଶୀୟ ନଗରସବୁ ରୁଦ୍ଧ ହୋଇଅଛି ଓ ତାହା ଫିଟାଇବାକୁ କେହି ନାହିଁ; ସମୁଦାୟ ଯିହୁଦା ନିର୍ବାସିତ ହୋଇଅଛି; ତାହା ସମ୍ପୂର୍ଣ୍ଣ ରୂପେ ନିର୍ବାସିତ ହୋଇଅଛି। Se kapitletଓଡିଆ ବାଇବେଲ19 ଦକ୍ଷିଣ ପ୍ରଦେଶୀୟ ନଗରସବୁ ରୁଦ୍ଧ ହୋଇଅଛି ଓ ତାହା ଫିଟାଇବାକୁ କେହି ନାହିଁ; ସମୁଦାୟ ଯିହୁଦା ନିର୍ବାସିତ ହୋଇଅଛି; ତାହା ସମ୍ପୂର୍ଣ୍ଣ ରୂପେ ନିର୍ବାସିତ ହୋଇଅଛି। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଦକ୍ଷିଣ ପ୍ରଦେଶୀୟ ନଗରସବୁ ରୁଦ୍ଧ ହୋଇଅଛି ଓ ତାହା ଫିଟାଇବାକୁ କେହି ନାହିଁ; ସମୁଦାୟ ଯିହୁଦା ନିର୍ବାସିତ ହୋଇଅଛି; ତାହା ସମ୍ପୂର୍ଣ୍ଣ ରୂପେ ନିର୍ବାସିତ ହୋଇଅଛି। Se kapitlet |