ଯିରିମୀୟ 13:21 - ପବିତ୍ର ବାଇବଲ21 ତୁମ୍ଭେମାନେ କ’ଣ କହିବ ଯେତେବେଳେ ସଦାପ୍ରଭୁ ସେହି ଲୋକମାନଙ୍କୁ ତୁମ୍ଭମାନଙ୍କ ଉପରେ ନିଯୁକ୍ତି କରିବେ ଯେଉଁମାନଙ୍କୁ ତୁମ୍ଭର ମିତ୍ର ହେବା ପାଇଁ ଶିକ୍ଷା ଦିଆଯାଇଥିଲା। ପ୍ରସବ କାଳୀନ ସ୍ତ୍ରୀଲୋକର ବେଦନା ତୁଲ୍ୟ ତୁମ୍ଭେମାନେ ଅନୁଭବ କରିବ, ନୁହେଁ କି? Se kapitletପବିତ୍ର ବାଇବଲ (Re-edited) - (BSI)21 ତୁମ୍ଭେ ଯେଉଁମାନଙ୍କୁ ନିଜେ ଆପଣା ବିରୁଦ୍ଧରେ ଶିକ୍ଷା ଦେଇଅଛ, ତୁମ୍ଭର ସେହି ମିତ୍ରମାନଙ୍କୁ ଯେତେବେଳେ ସେ ତୁମ୍ଭର ମସ୍ତକ ସ୍ଵରୂପ କରି ନିଯୁକ୍ତ କରିବେ, ସେତେବେଳେ ତୁମ୍ଭେ କଅଣ କହିବ? ପ୍ରସବକାଳରେ ଯେପରି ସ୍ତ୍ରୀଲୋକ, ସେହିପରି ତୁମ୍ଭେ କି ବେଦନାଗ୍ରସ୍ତ ନୋହିବ? Se kapitletଓଡିଆ ବାଇବେଲ21 ତୁମ୍ଭେ ଯେଉଁମାନଙ୍କୁ ନିଜେ ଆପଣା ବିରୁଦ୍ଧରେ ଶିକ୍ଷା ଦେଇଅଛ, ତୁମ୍ଭର ସେହି ମିତ୍ରମାନଙ୍କୁ ଯେତେବେଳେ ସେ ତୁମ୍ଭର ମସ୍ତକ ସ୍ୱରୂପ କରି ନିଯୁକ୍ତ କରିବେ, ସେତେବେଳେ ତୁମ୍ଭେ କଅଣ କହିବ ? ପ୍ରସବକାଳରେ ଯେପରି ସ୍ତ୍ରୀଲୋକ, ସେହିପରି ତୁମ୍ଭେ କି ବେଦନାଗ୍ରସ୍ତ ହେବ ନାହିଁ ? Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତୁମ୍ଭେ ଯେଉଁମାନଙ୍କୁ ନିଜେ ଆପଣା ବିରୁଦ୍ଧରେ ଶିକ୍ଷା ଦେଇଅଛ, ତୁମ୍ଭର ସେହି ମିତ୍ରମାନଙ୍କୁ ଯେତେବେଳେ ସେ ତୁମ୍ଭର ମସ୍ତକ ସ୍ୱରୂପ କରି ନିଯୁକ୍ତ କରିବେ, ସେତେବେଳେ ତୁମ୍ଭେ କଅଣ କହିବ? ପ୍ରସବକାଳରେ ଯେପରି ସ୍ତ୍ରୀଲୋକ, ସେହିପରି ତୁମ୍ଭେ କି ବେଦନାଗ୍ରସ୍ତ ହେବ ନାହିଁ? Se kapitlet |