ଯିରିମୀୟ 14:17 - ପବିତ୍ର ବାଇବଲ17 “ହେ ଯିରିମିୟ, ତୁମ୍ଭେ ଆମ୍ଭର ଏହି ବାର୍ତ୍ତା ଯିହୁଦାବାସୀଙ୍କୁ ଜଣାଅ, ‘ଆମ୍ଭ ଚକ୍ଷୁରୁ ଦିବାରାତ୍ରି ଲୋତକ ବହିବ, ତାହା କେବେ ନିବୃତ୍ତ ହେବ ନାହିଁ କାରଣ ଆମ୍ଭର ଅନୂଢ଼ା କନ୍ୟା ପାଇଁ ଆମ୍ଭ ହୃଦୟ କାନ୍ଦିବ। ଯେହେତୁ ତାହା ମହାଭଙ୍ଗରେ ଓ ମହା ଦୁଃଖଦାୟକ କ୍ଷତରେ ଭଗ୍ନ ହୋଇଅଛି। Se kapitletପବିତ୍ର ବାଇବଲ (Re-edited) - (BSI)17 ଆଉ, ତୁମ୍ଭେ ସେମାନଙ୍କୁ ଏହି କଥା କହିବ, ଦିବାରାତ୍ର ଆମ୍ଭ ଚକ୍ଷୁରୁ ଜଳଧାରା ବହୁ, ତାହା ନିବୃତ୍ତ ନ ହେଉ; କାରଣ ଆମ୍ଭ ଲୋକମାନଙ୍କର ଅନୂଢ଼ା କନ୍ୟା, ମହା କ୍ଷତରେ, ମହା ଦୁଃଖଦାୟକ ଆଘାତରେ ଭଗ୍ନ ହୋଇଅଛି। Se kapitletଓଡିଆ ବାଇବେଲ17 ଆଉ, ତୁମ୍ଭେ ସେମାନଙ୍କୁ ଏହି କଥା କହିବ, “ଦିବାରାତ୍ର ଆମ୍ଭ ଚକ୍ଷୁରୁ ଜଳଧାରା ବହୁ,ତାହା ନିବୃତ୍ତ ନ ହେଉ; କାରଣ ଆମ୍ଭ ଲୋକମାନଙ୍କର ଅନୂଢ଼ା କନ୍ୟା, ମହା କ୍ଷତରେ, ମହା ଦୁଃଖଦାୟକ ଆଘାତରେ ଭଗ୍ନ ହୋଇଅଛି। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ, ତୁମ୍ଭେ ସେମାନଙ୍କୁ ଏହି କଥା କହିବ, ‘ଦିବାରାତ୍ର ଆମ୍ଭ ଚକ୍ଷୁରୁ ଜଳଧାରା ବହୁ, ତାହା ନିବୃତ୍ତ ନ ହେଉ; କାରଣ ଆମ୍ଭ ଲୋକମାନଙ୍କର ଅନୂଢ଼ା କନ୍ୟା, ମହା କ୍ଷତରେ, ମହା ଦୁଃଖଦାୟକ ଆଘାତରେ ଭଗ୍ନ ହୋଇଅଛି। Se kapitlet |