ଯିରିମୀୟ 14:21 - ପବିତ୍ର ବାଇବଲ21 ହେ ସଦାପ୍ରଭୁ, ତୁମ୍ଭର ସୁନାମ ନିମନ୍ତେ ଆମ୍ଭମାନଙ୍କୁ ପ୍ରତ୍ୟାଖାନ କର ନାହିଁ। ଆପଣା ଗୌରବମୟ ସିଂହାସନର ଅପମାନ କର ନାହିଁ। ଆପଣା ଗୌରବମୟ ସିଂହାସନର ଅପମାନ କର ନାହିଁ। ତୁମ୍ଭେ ଆମ୍ଭମାନଙ୍କ ସହିତ କରିଥିବା ନିୟମ ସ୍ମରଣ କର। ତୁମ୍ଭ କୃତ ସେହି ନିୟମ ଭଙ୍ଗ କର ନାହିଁ। Se kapitletପବିତ୍ର ବାଇବଲ (Re-edited) - (BSI)21 ତୁମ୍ଭେ ଆପଣା ନାମ ସକାଶୁ ଆମ୍ଭମାନଙ୍କୁ ଘୃଣା କର ନାହିଁ; ଆପଣା ଗୌରବ-ସିଂହାସନର ଅପମାନ କର ନାହିଁ; ସ୍ମରଣ କର, ଆମ୍ଭମାନଙ୍କ ସହିତ ତୁମ୍ଭର କୃତ ନିୟମ ଭଗ୍ନ କର ନାହିଁ। Se kapitletଓଡିଆ ବାଇବେଲ21 ତୁମ୍ଭେ ଆପଣା ନାମ ସକାଶୁ ଆମ୍ଭମାନଙ୍କୁ ଘୃଣା କର ନାହିଁ; ଆପଣା ଗୌରବ ସିଂହାସନର ଅପମାନ କର ନାହିଁ; ସ୍ମରଣ କର, ଆମ୍ଭମାନଙ୍କ ସହିତ ତୁମ୍ଭର କୃତ ନିୟମ ଭଗ୍ନ କର ନାହିଁ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତୁମ୍ଭେ ଆପଣା ନାମ ସକାଶୁ ଆମ୍ଭମାନଙ୍କୁ ଘୃଣା କର ନାହିଁ; ଆପଣା ଗୌରବ ସିଂହାସନର ଅପମାନ କର ନାହିଁ; ସ୍ମରଣ କର, ଆମ୍ଭମାନଙ୍କ ସହିତ ତୁମ୍ଭର କୃତ ନିୟମ ଭଗ୍ନ କର ନାହିଁ। Se kapitlet |