ଯିରିମୀୟ 14:6 - ପବିତ୍ର ବାଇବଲ6 ପୁଣି ବନ ଗର୍ଦ୍ଦଭମାନେ ବୃକ୍ଷଶୂନ୍ୟ ଗିରି ଉପରେ ଠିଆ ହୋଇ ଶୃଗାଳମାନଙ୍କ ପରି ବାୟୁ ସକାଶେ ଧକାନ୍ତି। ତୃଣ ନ ଥିବାରୁ ସେମାନଙ୍କ ଚକ୍ଷୁ କ୍ଷୀଣ ହୁଏ।” Se kapitletପବିତ୍ର ବାଇବଲ (Re-edited) - (BSI)6 ପୁଣି, ବନ ଗର୍ଦ୍ଦଭମାନେ ବୃକ୍ଷଶୂନ୍ୟ ଗିରି ଉପରେ ଠିଆ ହୋଇ ଶୃଗାଳମାନଙ୍କ ପରି ବାୟୁ ସକାଶେ ଧକାନ୍ତି; ତୃଣ ନ ଥିବାରୁ ସେମାନଙ୍କର ଚକ୍ଷୁ କ୍ଷୀଣ ହୁଏ। Se kapitletଓଡିଆ ବାଇବେଲ6 ପୁଣି, ବନ୍ୟ ଗର୍ଦ୍ଦଭମାନେ ବୃକ୍ଷଶୂନ୍ୟ ଗିରି ଉପରେ ଠିଆ ହୋଇ ଶୃଗାଳମାନଙ୍କ ପରି ବାୟୁ ସକାଶେ ଧକାନ୍ତି; ତୃଣ ନ ଥିବାରୁ ସେମାନଙ୍କର ଚକ୍ଷୁ କ୍ଷୀଣ ହୁଏ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ବନ୍ୟ ଗର୍ଦ୍ଦଭମାନେ ବୃକ୍ଷଶୂନ୍ୟ ଗିରି ଉପରେ ଠିଆ ହୋଇ ଶୃଗାଳମାନଙ୍କ ପରି ବାୟୁ ସକାଶେ ଧକାନ୍ତି; ତୃଣ ନ ଥିବାରୁ ସେମାନଙ୍କର ଚକ୍ଷୁ କ୍ଷୀଣ ହୁଏ।” Se kapitlet |