ଯିରିମୀୟ 2:18 - ପବିତ୍ର ବାଇବଲ18 ଆଉ ଏବେ ଶୀହୋରର ଜଳପାନ କରିବାକୁ ତୁମ୍ଭେ ମିଶରର ପଥରେ କାହିଁକି ଯାଉଅଛ? ଅଥବା ଫରାତ୍ ନଦୀର ଜଳପାନ ନିମନ୍ତେ ତୁମ୍ଭେ ଅଶୂରର ପଥରେ କାହିଁକି ଯାଉଅଛ? Se kapitletପବିତ୍ର ବାଇବଲ (Re-edited) - (BSI)18 ଆଉ, ଏବେ ଶୀହୋରର ଜଳ ପାନ କରିବା ନିମନ୍ତେ ତୁମ୍ଭେ ମିସରର ପଥରେ କାହିଁକି ଯାଉଅଛ? ଅଥବା ଫରାତ୍ ନଦୀର ଜଳ ପାନ କରିବା ନିମନ୍ତେ ତୁମ୍ଭେ ଅଶୂରର ପଥରେ କାହିଁକି ଯାଉଅଛ? Se kapitletଓଡିଆ ବାଇବେଲ18 ଆଉ, ଏବେ ଶୀହୋରର ଜଳ ପାନ କରିବା ନିମନ୍ତେ ତୁମ୍ଭେ ମିସରର ପଥରେ କାହିଁକି ଯାଉଅଛ ? ଅଥବା ଫରାତ୍ ନଦୀର ଜଳ ପାନ କରିବା ନିମନ୍ତେ ତୁମ୍ଭେ ଅଶୂରର ପଥରେ କାହିଁକି ଯାଉଅଛ ? Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆଉ, ଏବେ ଶୀହୋରର ଜଳ ପାନ କରିବା ନିମନ୍ତେ ତୁମ୍ଭେ ମିସରର ପଥରେ କାହିଁକି ଯାଉଅଛ? ଅଥବା ଫରାତ୍ ନଦୀର ଜଳ ପାନ କରିବା ନିମନ୍ତେ ତୁମ୍ଭେ ଅଶୂରର ପଥରେ କାହିଁକି ଯାଉଅଛ? Se kapitlet |