ଯିରିମୀୟ 22:1 - ପବିତ୍ର ବାଇବଲ1 ସଦାପ୍ରଭୁ କହିଲେ, “ହେ ଯିରିମିୟ, ତୁମ୍ଭେ ଯିହୁଦା ରାଜପ୍ରାସାଦକୁ ଯାଇ ଯିହୁଦାର ରାଜାଙ୍କୁ ଏହି ବାକ୍ୟ କୁହ। Se kapitletପବିତ୍ର ବାଇବଲ (Re-edited) - (BSI)1 ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯିହୁଦାର ରାଜଗୃହକୁ ଯାଇ ସେଠାରେ ଏହି କଥା ଣକୁହ। Se kapitletଓଡିଆ ବାଇବେଲ1 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯିହୁଦାର ରାଜଗୃହକୁ ଯାଇ ସେଠାରେ ଏହି କଥା କୁହ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯିହୁଦାର ରାଜଗୃହକୁ ଯାଇ ସେଠାରେ ଏହି କଥା କୁହ। Se kapitlet |