ଯିରିମୀୟ 25:11 - ପବିତ୍ର ବାଇବଲ11 ତହିଁରେ ସମଗ୍ର ଦେଶ ଏକ ଶୂନ୍ୟ ମରୁଭୂମିରେ ପରିଣତ ହେବ ଓ ତାହାର ସମସ୍ତ ଲୋକ ବାବିଲ ରାଜାର ସତୁରି ବର୍ଷ ପର୍ଯ୍ୟନ୍ତ ଦାସ ହୋଇ ରହିବେ। Se kapitletପବିତ୍ର ବାଇବଲ (Re-edited) - (BSI)11 ତହିଁରେ ଏହି ସମୁଦାୟ ଦେଶ ଉତ୍ସନ୍ନ ସ୍ଥାନ ଓ ବିସ୍ମୟର ବିଷୟ ହେବ ଓ ଏହିସବୁ ଗୋଷ୍ଠୀ ସତୁରି ବର୍ଷ ବାବିଲ ରାଜାର ଦାସତ୍ଵ କରିବେ। Se kapitletଓଡିଆ ବାଇବେଲ11 ତହିଁରେ ଏହି ସମୁଦାୟ ଦେଶ ଉତ୍ସନ୍ନ ସ୍ଥାନ ଓ ବିସ୍ମୟର ବିଷୟ ହେବ ଓ ଏହିସବୁ ଗୋଷ୍ଠୀ ସତୁରି ବର୍ଷ ବାବିଲ ରାଜାର ଦାସତ୍ୱ କରିବେ।” Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହିଁରେ ଏହି ସମୁଦାୟ ଦେଶ ଉତ୍ସନ୍ନ ସ୍ଥାନ ଓ ବିସ୍ମୟର ବିଷୟ ହେବ ଓ ଏହିସବୁ ଗୋଷ୍ଠୀ ସତୁରି ବର୍ଷ ବାବିଲ ରାଜାର ଦାସତ୍ୱ କରିବେ। Se kapitlet |