ଯିରିମୀୟ 25:29 - ପବିତ୍ର ବାଇବଲ29 କାରଣ ଏହି ଯିରୁଶାଲମକୁ ମୁଁ କ୍ଷତି କରିବାକୁ ଅଭିଯାନ ଆରମ୍ଭ କରିଛି। ତାହା ମୋର ନାମକୁ ଧାରଣ କରିଛି। ତୁମ୍ଭେମାନେ କହିପାର ଆମ୍ଭେମାନେ ଦଣ୍ଡିତ ହେବୁ ନାହିଁ। ମାତ୍ର ତୁମ୍ଭେମାନେ ଭୁଲ୍ କହୁଅଛ। ଆମ୍ଭେ ସମଗ୍ର ପୃଥିବୀବାସୀଙ୍କ ଉପରେ ଖଡ଼୍ଗ ଚଲାଇବା।’” ଏହା ସଦାପ୍ରଭୁ କହନ୍ତି। Se kapitletପବିତ୍ର ବାଇବଲ (Re-edited) - (BSI)29 କାରଣ ଦେଖ, ଆମ୍ଭେ ଆମ୍ଭ ନାମରେ ଖ୍ୟାତ ନଗର ପ୍ରତି ଅମଙ୍ଗଳ ଘଟାଇବାକୁ ଆରମ୍ଭ କରିଅଛୁ ଓ ତୁମ୍ଭେମାନେ କି ନିତା; ଅଦଣ୍ତିତ ହେବ? ତୁମ୍ଭେମାନେ ଅଦଣ୍ତିତ ହେବ ନାହିଁ, କାରଣ ଆମ୍ଭେ ପୃଥ୍ଵୀନିବାସୀ ସମସ୍ତଙ୍କ ଉପରେ ଖଡ଼୍ଗ ଆହ୍ଵାନ କରିବା , ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। Se kapitletଓଡିଆ ବାଇବେଲ29 କାରଣ ଦେଖ, ଆମ୍ଭେ ଆମ୍ଭ ନାମରେ ଖ୍ୟାତ ନଗରପ୍ରତି ଅମଙ୍ଗଳ ଘଟାଇବାକୁ ଆରମ୍ଭ କରିଅଛୁ ଓ ତୁମ୍ଭେମାନେ କି ନିତାନ୍ତ ଅଦଣ୍ଡିତ ହେବ ? ତୁମ୍ଭେମାନେ ଅଦଣ୍ଡିତ ହେବ ନାହିଁ, କାରଣ ଆମ୍ଭେ ପୃଥ୍ୱୀନିବାସୀ ସମସ୍ତଙ୍କ ଉପରେ ଖଡ୍ଗ ଆହ୍ୱାନ କରିବା’, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।” Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 କାରଣ ଦେଖ, ଆମ୍ଭେ ଆମ୍ଭ ନାମରେ ଖ୍ୟାତ ନଗର ପ୍ରତି ଅମଙ୍ଗଳ ଘଟାଇବାକୁ ଆରମ୍ଭ କରିଅଛୁ ଓ ତୁମ୍ଭେମାନେ କି ନିତାନ୍ତ ଅଦଣ୍ଡିତ ହେବ? ତୁମ୍ଭେମାନେ ଅଦଣ୍ଡିତ ହେବ ନାହିଁ, କାରଣ ଆମ୍ଭେ ପୃଥିବୀନିବାସୀ ସମସ୍ତଙ୍କ ଉପରେ ଖଡ୍ଗ ଆହ୍ୱାନ କରିବା,’ ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। Se kapitlet |