Online Bibel

- Annoncer -




ଯିରିମୀୟ 28:14 - ପବିତ୍ର ବାଇବଲ

14 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଏହିସବୁ ଦେଶୀୟ ରାଜାଗଣ ବାବିଲର ରାଜା ନବୂଖ‌ଦ୍‌ନିତ୍ସରର ସେବା କରିବେ। ଏଥିପାଇଁ ମୁଁ ସେମାନଙ୍କ ସ୍କନ୍ଧରେ ଲୁହାର ଯୁଆଳି ରଖିଅଛି। ସେମାନେ ତାହାର ସେବା କରିବେ ଆଉ ମଧ୍ୟ କ୍ଷେତ୍ରସ୍ଥ ପଶୁଗଣ ତାହାର ସେବା କରିବେ।’”

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

14 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଏହିସବୁ ଦେଶୀୟ ଲୋକମାନେ ଯେପରି ବାବିଲର ରାଜା ନବୂଖଦ୍ନିତ୍ସରର ଦାସ୍ୟକର୍ମ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କ ସ୍କନ୍ଧରେ ଲୁହାର ଯୁଆଳି ରଖିଅଛୁ ଓ ସେମାନେ ତାହାର ଦାସ୍ୟକର୍ମ କରିବେ; ପୁଣି, ଆମ୍ଭେ କ୍ଷେତ୍ରସ୍ଥ ପଶୁଗଣ ମଧ୍ୟ ତାହାକୁ ଦେଇଅଛୁ।

Se kapitlet Kopi

ଓଡିଆ ବାଇବେଲ

14 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଏହିସବୁ ଦେଶୀୟ ଲୋକମାନେ ଯେପରି ବାବିଲର ରାଜା ନବୂଖଦ୍‍ନିତ୍ସରର ଦାସ୍ୟକର୍ମ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କ ସ୍କନ୍ଧରେ ଲୁହାର ଯୁଆଳି ରଖିଅଛୁ ଓ ସେମାନେ ତାହାର ଦାସ୍ୟକର୍ମ କରିବେ; ପୁଣି, ଆମ୍ଭେ କ୍ଷେତ୍ରସ୍ଥ ପଶୁଗଣ ମଧ୍ୟ ତାହାକୁ ଦେଇଅଛୁ।’”

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଏହିସବୁ ଦେଶୀୟ ଲୋକମାନେ ଯେପରି ବାବିଲର ରାଜା ନବୂଖଦ୍‍ନିତ୍ସରର ଦାସ୍ୟକର୍ମ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କ ସ୍କନ୍ଧରେ ଲୁହାର ଯୁଆଳି ରଖିଅଛୁ ଓ ସେମାନେ ତାହାର ଦାସ୍ୟକର୍ମ କରିବେ; ପୁଣି, ଆମ୍ଭେ କ୍ଷେତ୍ରସ୍ଥ ପଶୁଗଣ ମଧ୍ୟ ତାହାକୁ ଦେଇଅଛୁ।’”

Se kapitlet Kopi




ଯିରିମୀୟ 28:14

Følg os:

Annoncer


Annoncer