ଯିରିମୀୟ 30:9 - ପବିତ୍ର ବାଇବଲ9 ଆଉ ସେମାନେ ବିଦେଶୀମାନଙ୍କର ସେବା କରିବେ ନାହିଁ। ସେମାନେ ସେମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କୁ ସେବା କରିବେ। ଆଉ ସେମାନଙ୍କ ପାଇଁ ପଠାଇଥିବା ରାଜା ଦାଉଦଙ୍କର ସେବା କରିବେ। Se kapitletପବିତ୍ର ବାଇବଲ (Re-edited) - (BSI)9 ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯାହାଙ୍କୁ ଉତ୍ପନ୍ନ କରିବା, ଆପଣାମାନଙ୍କର ସେହି ରାଜା ଦାଉଦଙ୍କର ଦାସ୍ୟକର୍ମ କରିବେ। Se kapitletଓଡିଆ ବାଇବେଲ9 ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯାହାଙ୍କୁ ଉତ୍ପନ୍ନ କରିବା, ଆପଣାମାନଙ୍କର ସେହି ରାଜା ଦାଉଦଙ୍କର ଦାସ୍ୟକର୍ମ କରିବେ।’ Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯାହାଙ୍କୁ ଉତ୍ପନ୍ନ କରିବା, ଆପଣାମାନଙ୍କର ସେହି ରାଜା ଦାଉଦଙ୍କର ଦାସ୍ୟକର୍ମ କରିବେ। Se kapitlet |