Online Bibel

- Annoncer -




ଯିରିମୀୟ 32:42 - ପବିତ୍ର ବାଇବଲ

42 ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ସେମାନଙ୍କ ପ୍ରତି ଯେଉଁପରି ଭାବରେ ମହା ଅମଙ୍ଗଳ ଘଟାଇଅଛୁ, ସେହିପରି ଭାବରେ ସେମାନଙ୍କ ପ୍ରତି ମଙ୍ଗଳ ବିଧାନ କରିବା, ଏହା ଆମ୍ଭେ ପ୍ରତିଜ୍ଞା କରିଅଛୁ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

42 କାରଣ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଏହି ଲୋକମାନଙ୍କ ଉପରେ ଏହିସବୁ ମହା ଅମଙ୍ଗଳ ଯେପରି ଘଟାଇଅଛୁ, ସେପରି ଆମ୍ଭେ ସେମାନଙ୍କୁ ଯେ ଯେ ମଙ୍ଗଳର ପ୍ରତିଜ୍ଞା କରିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା।

Se kapitlet Kopi

ଓଡିଆ ବାଇବେଲ

42 କାରଣ ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଏହି ଲୋକମାନଙ୍କ ଉପରେ ଏହିସବୁ ମହା ଅମଙ୍ଗଳ ଯେପରି ଘଟାଇଅଛୁ, ସେପରି ଆମ୍ଭେ ସେମାନଙ୍କୁ ଯେ ଯେ ମଙ୍ଗଳର ପ୍ରତିଜ୍ଞା କରିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା।”

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 କାରଣ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଏହି ଲୋକମାନଙ୍କ ଉପରେ ଏହିସବୁ ମହା ଅମଙ୍ଗଳ ଯେପରି ଘଟାଇଅଛୁ, ସେପରି ଆମ୍ଭେ ସେମାନଙ୍କୁ ଯେ ଯେ ମଙ୍ଗଳର ପ୍ରତିଜ୍ଞା କରିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା।

Se kapitlet Kopi




ଯିରିମୀୟ 32:42

Følg os:

Annoncer


Annoncer