ଯିରିମୀୟ 34:18 - ପବିତ୍ର ବାଇବଲ18 ପୁଣି ଯେଉଁମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି ଓ ଗୋବତ୍ସକୁ ଦୁଇଖଣ୍ଡ କରି ତନ୍ମଧ୍ୟରେ ଗମନ କରିଛନ୍ତି, ମୁଁ ସେମାନଙ୍କୁ ସେହି ବାଛୁରି ପରି କରିବି। Se kapitletପବିତ୍ର ବାଇବଲ (Re-edited) - (BSI)18 ପୁଣି, ଯେଉଁମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି, ଯେଉଁମାନେ ଗୋବତ୍ସକୁ ଦୁଇ ଖଣ୍ତ କରି ତନ୍ମଧ୍ୟଦେଇ ଗମନ କରିବା ବେଳେ ଆମ୍ଭ ସମ୍ମୁଖରେ ଯେଉଁ ନିୟମ କଲେ, ସେହି ନିୟମର କଥା ପାଳନ କରିନାହାନ୍ତି, ସେମାନଙ୍କୁ, Se kapitletଓଡିଆ ବାଇବେଲ18 ପୁଣି, ଯେଉଁମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି, ଯେଉଁମାନେ ଗୋବତ୍ସକୁ ଦୁଇ ଖଣ୍ଡ କରି ତନ୍ମଧ୍ୟ ଦେଇ ଗମନ କରିବା ବେଳେ ଆମ୍ଭ ସମ୍ମୁଖରେ ଯେଉଁ ନିୟମ କଲେ, ସେହି ନିୟମର କଥା ପାଳନ କରି ନାହାନ୍ତି, ସେମାନଙ୍କୁ, Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ଯେଉଁମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି, ଯେଉଁମାନେ ଗୋବତ୍ସକୁ ଦୁଇ ଖଣ୍ଡ କରି ତନ୍ମଧ୍ୟ ଦେଇ ଗମନ କରିବା ବେଳେ ଆମ୍ଭ ସମ୍ମୁଖରେ ଯେଉଁ ନିୟମ କଲେ, ସେହି ନିୟମର କଥା ପାଳନ କରି ନାହାନ୍ତି, ସେମାନଙ୍କୁ, Se kapitlet |