ଯିରିମୀୟ 36:17 - ପବିତ୍ର ବାଇବଲ17 ପୁଣି ସେମାନେ ବାରୂକକୁ ପଗ୍ଭରିଲେ, “ତୁମ୍ଭେ ଏହି ପୁସ୍ତକରେ ଯାହା ଲେଖିଛ କେଉଁଠାରୁ ତାହା ଶୁଣିଲ? ତୁମ୍ଭେ କ’ଣ ଯିରିମିୟଙ୍କଠାରୁ ଏହା ଶୁଣି ଲେଖିଅଛ?” Se kapitletପବିତ୍ର ବାଇବଲ (Re-edited) - (BSI)17 ପୁଣି, ସେମାନେ ବାରୂକକୁ ପଚାରିଲେ, କହିଲ, ତୁମ୍ଭେ କିପରି କରି ତାହା ମୁଖରୁ ଏସବୁ କଥା ଶୁଣି ଲେଖିଲ? Se kapitletଓଡିଆ ବାଇବେଲ17 ପୁଣି, ସେମାନେ ବାରୂକକୁ ପଚାରିଲେ, “କହିଲ, ତୁମ୍ଭେ କିପରି ତାହା ମୁଖରୁ ଏସବୁ କଥା ଶୁଣି ଲେଖିଲ ?” Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି, ସେମାନେ ବାରୂକକୁ ପଚାରିଲେ, “କହିଲ, ତୁମ୍ଭେ କିପରି ତାହା ମୁଖରୁ ଏସବୁ କଥା ଶୁଣି ଲେଖିଲ?” Se kapitlet |