ଯିରିମୀୟ 37:20 - ପବିତ୍ର ବାଇବଲ20 କିନ୍ତୁ ବର୍ତ୍ତମାନ ହେ ମୋର ପ୍ରଭୁ, ମହାରାଜ, ମୋର ଅନୁରୋଧ ରକ୍ଷାକରି ମୋର କଥା ଶ୍ରବଣ କରନ୍ତୁ, ଆପଣ ଯୋନାଥନ୍ ଲେଖକର ଗୃହକୁ ମୋତେ ପୁନର୍ବାର ପଠାନ୍ତୁ ନାହିଁ। ତାହାହେଲେ ସେଠାରେ ମୁଁ ମରିଯିବି। ମୁଁ ନିବେଦନ କରୁଛି, ମୋର ଏହି ଅନୁରୋଧ ଆପଣଙ୍କ ଛାମୁରେ ଗ୍ରାହ୍ୟ ହେଉ।” Se kapitletପବିତ୍ର ବାଇବଲ (Re-edited) - (BSI)20 ଏବେ ହେ ମୋର ପ୍ରଭୁ, ମହାରାଜ, ବିନୟ କରୁଅଛି, ଶ୍ରବଣ କରନ୍ତୁ; ଆପଣ ଯୋନାଥନ୍ ଲେଖକର ଗୃହକୁ ମୋତେ ଫେରି ନ ପଠାଉନ୍ତୁ, ନୋହିଲେ ମୁଁ ସେଠାରେ ମରିଯିବି; ବିନୟ କରୁଅଛି, ମୋର ଏହି ନିବେଦନ ଆପଣଙ୍କ ଛାମୁରେ ସୁଗ୍ରାହ୍ୟ ହେଉ। Se kapitletଓଡିଆ ବାଇବେଲ20 ଏବେ ହେ ମୋର ପ୍ରଭୁ, ମହାରାଜ, ବିନୟ କରୁଅଛି, ଶ୍ରବଣ କରନ୍ତୁ; ଆପଣ ଯୋନାଥନ ଲେଖକର ଗୃହକୁ ମୋତେ ଫେରି ନ ପଠାଉନ୍ତୁ, ନୋହିଲେ ମୁଁ ସେଠାରେ ମରିଯିବି; ବିନୟ କରୁଅଛି, ମୋର ଏହି ନିବେଦନ ଆପଣଙ୍କ ଛାମୁରେ ସୁଗ୍ରାହ୍ୟ ହେଉ।” Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏବେ ହେ ମୋର ପ୍ରଭୁ, ମହାରାଜ, ବିନୟ କରୁଅଛି, ଶ୍ରବଣ କରନ୍ତୁ; ଆପଣ ଯୋନାଥନ ଲେଖକର ଗୃହକୁ ମୋତେ ଫେରି ନ ପଠାଉନ୍ତୁ, ନୋହିଲେ ମୁଁ ସେଠାରେ ମରିଯିବି; ବିନୟ କରୁଅଛି, ମୋର ଏହି ନିବେଦନ ଆପଣଙ୍କ ଛାମୁରେ ସୁଗ୍ରାହ୍ୟ ହେଉ।” Se kapitlet |