Online Bibel

- Annoncer -




ଯିରିମୀୟ 38:13 - ପବିତ୍ର ବାଇବଲ

13 ସେହି ଲୋକମାନେ ରଜ୍ଜୁ ସାହାଯ୍ୟରେ ଟାଣି ଯିରିମିୟଙ୍କୁ କୂପରୁ ବାହାର କରି ଆଣିଲେ। ଆଉ ଯିରିମିୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

13 ତହିଁରେ ଯିରିମୀୟ ସେପରି କଲେ। ତହୁଁ ସେମାନେ ରଜ୍ଜୁ ଧରି ଟାଣି ଯିରିମୀୟଙ୍କୁ କୂପରୁ ବାହାର କରି ଆଣିଲେ। ପୁଣି, ଯିରିମୀୟ ପ୍ରହରୀ-ପ୍ରାଙ୍ଗଣରେ ରହିଲେ।

Se kapitlet Kopi

ଓଡିଆ ବାଇବେଲ

13 ତହିଁରେ ଯିରିମୀୟ ସେପରି କଲେ। ତହୁଁ ସେମାନେ ରଜ୍ଜୁ ଧରି ଟାଣି ଯିରିମୀୟଙ୍କୁ କୂପରୁ ବାହାର କରି ଆଣିଲେ। ପୁଣି, ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହିଁରେ ଯିରିମୀୟ ସେପରି କଲେ। ତହୁଁ ସେମାନେ ରଜ୍ଜୁ ଧରି ଟାଣି ଯିରିମୀୟଙ୍କୁ କୂପରୁ ବାହାର କରି ଆଣିଲେ। ପୁଣି, ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।

Se kapitlet Kopi




ଯିରିମୀୟ 38:13

Følg os:

Annoncer


Annoncer