ଯିରିମୀୟ 38:15 - ପବିତ୍ର ବାଇବଲ15 ତହୁଁ ଯିରିମିୟ ସିଦିକିୟଙ୍କୁ କହିଲେ, “ମୁଁ ଯଦି ଆପଣଙ୍କୁ ତାହା ଜଣାଇବି, ତେବେ ଆପଣ ମୋତେ ନିଶ୍ଚୟ ବଧ କରିବେ। ଆଉ ମୁଁ ଯେବେ ଆପଣଙ୍କୁ ପରାମର୍ଶ ଦେବି, ତେବେ ଆପଣ ମୋ’ କଥା ଶୁଣିବେ ନାହିଁ।” Se kapitletପବିତ୍ର ବାଇବଲ (Re-edited) - (BSI)15 ତେବେ ଯିରିମୀୟ ସିଦିକୀୟକୁ କହିଲେ, ମୁଁ ଯେବେ ଆପଣଙ୍କୁ ତାହା ଜଣାଇବି, ତେବେ ଆପଣ କି ମୋତେ ନିଶ୍ଚୟ ବଧ କରିବେ ନାହିଁ? ଆଉ, ମୁଁ ଯେବେ ଆପଣଙ୍କୁ ପରାମର୍ଶ ଦେବି, ତେବେ ଆପଣ ମୋʼ କଥା ଶୁଣିବେ ନାହିଁ। Se kapitletଓଡିଆ ବାଇବେଲ15 ତେବେ ଯିରିମୀୟ ସିଦିକୀୟକୁ କହିଲେ, “ମୁଁ ଯଦି ଆପଣଙ୍କୁ ତାହା ଜଣାଇବି, ତେବେ ଆପଣ କି ମୋତେ ନିଶ୍ଚୟ ବଧ କରିବେ ନାହିଁ ? ଆଉ, ମୁଁ ଯଦି ଆପଣଙ୍କୁ ପରାମର୍ଶ ଦେବି, ତେବେ ଆପଣ ମୋ’ କଥା ଶୁଣିବେ ନାହିଁ।” Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତେବେ ଯିରିମୀୟ ସିଦିକୀୟକୁ କହିଲେ, “ମୁଁ ଯଦି ଆପଣଙ୍କୁ ତାହା ଜଣାଇବି, ତେବେ ଆପଣ କି ମୋତେ ନିଶ୍ଚୟ ବଧ କରିବେ ନାହିଁ? ଆଉ, ମୁଁ ଯଦି ଆପଣଙ୍କୁ ପରାମର୍ଶ ଦେବି, ତେବେ ଆପଣ ମୋʼ କଥା ଶୁଣିବେ ନାହିଁ।” Se kapitlet |