ଯିରିମୀୟ 39:5 - ପବିତ୍ର ବାଇବଲ5 ମାତ୍ର କଲ୍ଦୀୟମାନଙ୍କର ସୈନ୍ୟ ସେମାନଙ୍କ ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକିୟ ନିକଟରେ ପହଞ୍ଚିଲେ। ସେମାନଙ୍କୁ ଧରି ହମାତ୍ ଦେଶସ୍ଥ ରିବ୍ଲାରେ ବାବିଲର ରାଜା ନବୂଖଦ୍ନିତ୍ସର ନିକଟକୁ ଆଣିଲେ, ତହୁଁ ସେ ତାହାର ଦଣ୍ଡ ବ୍ୟବସ୍ଥା କଲେ। Se kapitletପବିତ୍ର ବାଇବଲ (Re-edited) - (BSI)5 ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ସେମାନଙ୍କ ପଛେ ଗୋଡ଼ାଇ ଯିରୀହୋ-ପଦାରେ ସିଦିକୀୟ ନିକଟରେ ପହଞ୍ଚିଲେ ଓ ତାହାକୁ ଧରି ହମାତ୍ ଦେଶସ୍ଥ ରିବ୍ଲାରେ ବାବିଲର ରାଜା ନବୂଖଦ୍ନିତ୍ସର ନିକଟକୁ ଆଣିଲେ, ତହିଁରେ ସେ ତାହାର ଦଣ୍ତାଜ୍ଞା ଦେଲା। Se kapitletଓଡିଆ ବାଇବେଲ5 ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ସେମାନଙ୍କ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକୀୟ ନିକଟରେ ପହଞ୍ଚିଲେ ଓ ତାହାକୁ ଧରି ହମାତ୍ ଦେଶସ୍ଥ ରିବ୍ଲାରେ ବାବିଲର ରାଜା ନବୂଖଦ୍ନିତ୍ସର ନିକଟକୁ ଆଣିଲେ, ତହିଁରେ ସେ ତାହାର ଦଣ୍ଡାଜ୍ଞା ଦେଲା। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ସେମାନଙ୍କ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକୀୟ ନିକଟରେ ପହଞ୍ଚିଲେ ଓ ତାହାକୁ ଧରି ହମାତ୍ ଦେଶସ୍ଥ ରିବ୍ଲାରେ ବାବିଲର ରାଜା ନବୂଖଦ୍ନିତ୍ସର ନିକଟକୁ ଆଣିଲେ, ତହିଁରେ ସେ ତାହାର ଦଣ୍ଡାଜ୍ଞା ଦେଲା। Se kapitlet |