ଯିରିମୀୟ 4:12 - ପବିତ୍ର ବାଇବଲ12 ଏହାଠାରୁ ଏକ ଶକ୍ତିଶାଳୀ ବାୟୁ ଆମ୍ଭ ପାଖକୁ ଆସୁଛି। ବର୍ତ୍ତମାନ ଯିହୁଦାର ଲୋକମାନଙ୍କ ବିରୁଦ୍ଧରେ ଆମ୍ଭେ ଆପଣା ଦଣ୍ଡ ଘୋଷଣା କରୁଅଛୁ।” Se kapitletପବିତ୍ର ବାଇବଲ (Re-edited) - (BSI)12 ସେହିସବୁ ସ୍ଥାନରୁ ଘୂର୍ଣ୍ଣିବାୟୁ ଆମ୍ଭ ସପକ୍ଷରେ ଆସିବ; ଏବେ ଆମ୍ଭେ ହିଁ ଲୋକମାନଙ୍କ ବିରୁଦ୍ଧରେ ଦଣ୍ତାଜ୍ଞା ପ୍ରକାଶ କରିବା। Se kapitletଓଡିଆ ବାଇବେଲ12 ସେହିସବୁ ସ୍ଥାନରୁ ଘୂର୍ଣ୍ଣିବାୟୁ ଆମ୍ଭ ସପକ୍ଷରେ ଆସିବ; ଏବେ ଆମ୍ଭେ ହିଁ ଲୋକମାନଙ୍କ ବିରୁଦ୍ଧରେ ଦଣ୍ଡାଜ୍ଞା ପ୍ରକାଶ କରିବା।” Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେହି ସବୁ ସ୍ଥାନରୁ ଘୂର୍ଣ୍ଣିବାୟୁ ଆମ୍ଭ ସପକ୍ଷରେ ଆସିବ; ଏବେ ଆମ୍ଭେ ହିଁ ଲୋକମାନଙ୍କ ବିରୁଦ୍ଧରେ ଦଣ୍ଡାଜ୍ଞା ପ୍ରକାଶ କରିବା।” Se kapitlet |