ଯିରିମୀୟ 41:10 - ପବିତ୍ର ବାଇବଲ10 ଏହା ପରେ ଇଶ୍ମାୟେଲ, ମିସ୍ପାରେ ଅବଶିଷ୍ଟ ଥିବା ସମସ୍ତ ଲୋକଙ୍କୁ ଅର୍ଥାତ୍ ସମସ୍ତ ରାଜକନ୍ୟାଗଣଙ୍କୁ ଓ ମିସ୍ପାରେ ଅବଶିଷ୍ଟ ଥିବା ଯେଉଁସବୁ ଲୋକଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଅହୀକାମର ପୁତ୍ର ଗଦଲିୟ ହସ୍ତରେ ସମର୍ପଣ କରିଥିଲା, ସେମାନଙ୍କୁ ବନ୍ଦୀକରି ନେଇଗଲା। ସେ ସେମାନଙ୍କୁ ବନ୍ଦୀକରି ଅମ୍ମୋନ ସନ୍ତାନଗଣର ନିକଟକୁ ଯିବା ପାଇଁ ପ୍ରସ୍ଥାନ କଲା। Se kapitletପବିତ୍ର ବାଇବଲ (Re-edited) - (BSI)10 ଏଥି ଉତ୍ତାରେ ଇଶ୍ମାୟେଲ, ମିସ୍ପାରେ ଅବଶିଷ୍ଟ ଥିବା ସମସ୍ତ ଲୋକଙ୍କୁ, ଅର୍ଥାତ୍, ସମସ୍ତ ରାଜକନ୍ୟାଗଣକୁ ଓ ମିସ୍ପାରେ ଅବଶିଷ୍ଟ ଥିବା ଯେସମସ୍ତ ଲୋକଙ୍କୁ ପ୍ରହରୀବର୍ଗର ସେନାପତି ନବୂସର୍ଦନ୍ ଅହୀକାମର ପୁତ୍ର ଗଦଲୀୟ ହସ୍ତରେ ସମର୍ପଣ କରିଥିଲା, ସେମାନଙ୍କୁ ବନ୍ଦୀ କରି ନେଇ ଗଲା; ନଥନୀୟର ପୁତ୍ର ଇଶ୍ମାୟେଲ ସେମାନଙ୍କୁ ବନ୍ଦୀ କରି ଅମ୍ମୋନ-ସନ୍ତାନଗଣର ନିକଟକୁ ଯିବା ପାଇଁ ପ୍ରସ୍ଥାନ କଲା। Se kapitletଓଡିଆ ବାଇବେଲ10 ଏଥିଉତ୍ତାରେ ଇଶ୍ମାୟେଲ, ମିସ୍ପାରେ ଅବଶିଷ୍ଟ ଥିବା ସମସ୍ତ ଲୋକଙ୍କୁ, ଅର୍ଥାତ୍, ସମସ୍ତ ରାଜକନ୍ୟାଗଣକୁ ଓ ମିସ୍ପାରେ ଅବଶିଷ୍ଟ ଥିବା ଯେସମସ୍ତ ଲୋକଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଅହୀକାମ୍ର ପୁତ୍ର ଗଦଲୀୟ ହସ୍ତରେ ସମର୍ପଣ କରିଥିଲା, ସେମାନଙ୍କୁ ବନ୍ଦୀ କରି ନେଇ ଗଲା; ନଥନୀୟର ପୁତ୍ର ଇଶ୍ମାୟେଲ ସେମାନଙ୍କୁ ବନ୍ଦୀ କରି ଅମ୍ମୋନ ସନ୍ତାନଗଣର ନିକଟକୁ ଯିବା ପାଇଁ ପ୍ରସ୍ଥାନ କଲା। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏଥିଉତ୍ତାରେ ଇଶ୍ମାୟେଲ, ମିସ୍ପାରେ ଅବଶିଷ୍ଟ ଥିବା ସମସ୍ତ ଲୋକଙ୍କୁ, ଅର୍ଥାତ୍, ସମସ୍ତ ରାଜକନ୍ୟାଗଣକୁ ଓ ମିସ୍ପାରେ ଅବଶିଷ୍ଟ ଥିବା ଯେସମସ୍ତ ଲୋକଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଅହୀକାମ୍ର ପୁତ୍ର ଗଦଲୀୟ ହସ୍ତରେ ସମର୍ପଣ କରିଥିଲା, ସେମାନଙ୍କୁ ବନ୍ଦୀ କରି ନେଇଗଲା; ନଥନୀୟର ପୁତ୍ର ଇଶ୍ମାୟେଲ ସେମାନଙ୍କୁ ବନ୍ଦୀ କରି ଅମ୍ମୋନ-ସନ୍ତାନଗଣର ନିକଟକୁ ଯିବା ପାଇଁ ପ୍ରସ୍ଥାନ କଲା। Se kapitlet |