ଯିରିମୀୟ 42:12 - ପବିତ୍ର ବାଇବଲ12 ପୁଣି ଆମ୍ଭେ ତୁମ୍ଭମାନଙ୍କୁ ଦୟା ପ୍ରଦାନ କରିବା। ସେ ମଧ୍ୟ ତୁମ୍ଭମାନଙ୍କ ପ୍ରତି ଦୟା ଦେଖାଇ ତୁମ୍ଭମାନଙ୍କୁ ଏହି ଦେଶକୁ ଫେରାଇ ଆଣିବେ।’ Se kapitletପବିତ୍ର ବାଇବଲ (Re-edited) - (BSI)12 ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଦୟା ପ୍ରଦାନ କରିବା, ତହିଁରେ ସେ ତୁମ୍ଭମାନଙ୍କ ପ୍ରତି ଦୟା ବହି ତୁମ୍ଭମାନଙ୍କ ଦେଶକୁ ତୁମ୍ଭମାନଙ୍କୁ ପ୍ରତ୍ୟାଗମନ କରାଇବ। Se kapitletଓଡିଆ ବାଇବେଲ12 ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଦୟା ପ୍ରଦାନ କରିବା, ତହିଁରେ ସେ ତୁମ୍ଭମାନଙ୍କ ପ୍ରତି ଦୟା ବହି ତୁମ୍ଭମାନଙ୍କ ଦେଶକୁ ତୁମ୍ଭମାନଙ୍କୁ ପ୍ରତ୍ୟାଗମନ କରାଇବ।’ Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଦୟା ପ୍ରଦାନ କରିବା, ତହିଁରେ ସେ ତୁମ୍ଭମାନଙ୍କ ପ୍ରତି ଦୟା ବହି ତୁମ୍ଭମାନଙ୍କ ଦେଶକୁ ତୁମ୍ଭମାନଙ୍କୁ ପ୍ରତ୍ୟାଗମନ କରାଇବ। Se kapitlet |