ଯିରିମୀୟ 5:18 - ପବିତ୍ର ବାଇବଲ18 ମାତ୍ର ସଦାପ୍ରଭୁ କହନ୍ତି, “ହେ ଯିହୁଦା ଏପରିକି ଯେତେବେଳେ ସେହି ଭୟଙ୍କର ସମୟ ଆସିବ, ଆମ୍ଭେ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କରିବା ନାହିଁ। Se kapitletପବିତ୍ର ବାଇବଲ (Re-edited) - (BSI)18 ମାତ୍ର ସଦାପ୍ରଭୁ କହନ୍ତି, ସେସମୟରେ ହେଁ ଆମ୍ଭେ ତୁମ୍ଭମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ନାହିଁ। Se kapitletଓଡିଆ ବାଇବେଲ18 ମାତ୍ର ସଦାପ୍ରଭୁ କହନ୍ତି, “ସେସମୟରେ ହେଁ ଆମ୍ଭେ ତୁମ୍ଭମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ନାହିଁ।” Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ମାତ୍ର ସଦାପ୍ରଭୁ କହନ୍ତି, “ସେସମୟରେ ହେଁ ଆମ୍ଭେ ତୁମ୍ଭମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ନାହିଁ। Se kapitlet |