ଯିରିମୀୟ 52:5 - ପବିତ୍ର ବାଇବଲ5 ସିଦିକିୟ ରାଜାର ଏଗାର ବର୍ଷ ପର୍ଯ୍ୟନ୍ତ ବାବିଲ ସୈନ୍ୟଙ୍କ ଦ୍ୱାରା ଯିରୁଶାଲମ ନଗର ଅବରୁଦ୍ଧ ହୋଇ ରହିଲା। Se kapitletପବିତ୍ର ବାଇବଲ (Re-edited) - (BSI)5 ତହୁଁ ସିଦିକୀୟ ରାଜାର ଅଧିକାରର ଏଗାର ବର୍ଷ ପର୍ଯ୍ୟନ୍ତ ନଗର ଅବରୁଦ୍ଧ ହୋଇ ରହିଲା। Se kapitletଓଡିଆ ବାଇବେଲ5 ତହୁଁ ସିଦିକୀୟ ରାଜାଙ୍କ ରାଜତ୍ଵର ଏଗାର ବର୍ଷ ପର୍ଯ୍ୟନ୍ତ ନଗର ଅବରୁଦ୍ଧ ହୋଇ ରହିଲା। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହୁଁ ସିଦିକୀୟ ରାଜାଙ୍କ ରାଜତ୍ଵର ଏଗାର ବର୍ଷ ପର୍ଯ୍ୟନ୍ତ ନଗର ଅବରୁଦ୍ଧ ହୋଇ ରହିଲା। Se kapitlet |