ଯିରିମୀୟ 52:6 - ପବିତ୍ର ବାଇବଲ6 ସେହି ବର୍ଷ ଚତୁର୍ଥ ମାସର ନବମ ଦିନରେ ନଗରରେ ମହା ଦୁର୍ଭିକ୍ଷ ଦେଖା ଦେଲା। ତହିଁରେ ଦେଶୀୟ ଲୋକମାନଙ୍କ ପାଇଁ କିଛି ଖାଦ୍ୟ ମିଳିଲା ନାହିଁ। Se kapitletପବିତ୍ର ବାଇବଲ (Re-edited) - (BSI)6 ଚତୁର୍ଥ ମାସରେ, ସେହି ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶୀୟ ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟ ମିଳିଲା ନାହିଁ। Se kapitletଓଡିଆ ବାଇବେଲ6 ଚତୁର୍ଥ ମାସରେ, ସେହି ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶୀୟ ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟ ମିଳିଲା ନାହିଁ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଚତୁର୍ଥ ମାସରେ, ସେହି ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶୀୟ ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟ ମିଳିଲା ନାହିଁ। Se kapitlet |