ଯିରିମୀୟ 8:20 - ପବିତ୍ର ବାଇବଲ20 “ଶସ୍ୟ ସଂଗ୍ରହର ସମୟ ଶେଷ ହେଲା। ଗ୍ରୀଷ୍ମକାଳ ଅତିବାହିତ ହେଲା। ମାତ୍ର ଆମ୍ଭମାନଙ୍କର ପରିତ୍ରାଣ ହେଲା ନାହିଁ।” Se kapitletପବିତ୍ର ବାଇବଲ (Re-edited) - (BSI)20 ଶସ୍ୟ-ସଂଗ୍ରହର ସମୟ ଗତ ହେଲା, ଗ୍ରୀଷ୍ମକାଳ ଶେଷ ହେଲା, ମାତ୍ର ଆମ୍ଭମାନଙ୍କର ପରିତ୍ରାଣ ହୋଇ ନାହିଁ। Se kapitletଓଡିଆ ବାଇବେଲ20 ଶସ୍ୟସଂଗ୍ରହର ସମୟ ଗତ ହେଲା, ଗ୍ରୀଷ୍ମକାଳ ଶେଷ ହେଲା, ମାତ୍ର ଆମ୍ଭମାନଙ୍କର ପରିତ୍ରାଣ ହୋଇ ନାହିଁ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 “ଶସ୍ୟସଂଗ୍ରହର ସମୟ ଗତ ହେଲା, ଗ୍ରୀଷ୍ମକାଳ ଶେଷ ହେଲା, ମାତ୍ର ଆମ୍ଭମାନଙ୍କର ପରିତ୍ରାଣ ହୋଇ ନାହିଁ।” Se kapitlet |