ଯିହୋଶୂୟ 1:2 - ପବିତ୍ର ବାଇବଲ2 “ମୋର ସେବକ ମୋଶାର ମୃତ୍ୟୁ ହୋଇଅଛି। ବର୍ତ୍ତମାନ ତୁମ୍ଭେ ଏହି ଲୋକମାନଙ୍କୁ ନେଇ ଯର୍ଦ୍ଦନ ନଦୀ ପାର ହୋଇ ଯାଅ। ମୁଁ ଯେଉଁ ଦେଶସବୁ ଇସ୍ରାଏଲ ଲୋକମାନଙ୍କୁ ଦେବାକୁ କହିଅଛି, ତୁମ୍ଭେ ସେହି ଦେଶକୁ ଯାଅ। Se kapitletପବିତ୍ର ବାଇବଲ (Re-edited) - (BSI)2 ଏନିମନ୍ତେ ତୁମ୍ଭେ ଏବେ ଉଠ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛୁ, ସେଠାକୁ ତୁମ୍ଭେ ଓ ଏହି ଲୋକ ସମସ୍ତେ ଯର୍ଦ୍ଦନ ପାର ହୋଇଯାଅ। Se kapitletଓଡିଆ ବାଇବେଲ2 ଆମ୍ଭର ସେବକ ମୋଶା ମରିଅଛି, ଏନିମନ୍ତେ ତୁମ୍ଭେ ଏବେ ଉଠ, ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛୁ, ସେଠାକୁ ତୁମ୍ଭେ ଓ ଏହି ଲୋକ ସମସ୍ତେ ଯର୍ଦ୍ଦନ ପାର ହୋଇଯାଅ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ଆମ୍ଭର ସେବକ ମୋଶା ମରିଅଛି, ଏନିମନ୍ତେ ତୁମ୍ଭେ ଏବେ ଉଠ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛୁ, ସେଠାକୁ ତୁମ୍ଭେ ଓ ଏହି ଲୋକ ସମସ୍ତେ ଯର୍ଦ୍ଦନ ପାର ହୋଇଯାଅ। Se kapitlet |