ଯିହୋଶୂୟ 1:7 - ପବିତ୍ର ବାଇବଲ7 କିନ୍ତୁ ତୁମ୍ଭେ ବଳବାନ ଓ ସାହସୀ ହୁଅ। ଅନ୍ୟ କଥା ମାନିବାକୁ ତୁମ୍ଭେ ନିଶ୍ଚିତ ମୋର ଦାସ ମୋଶାଙ୍କର ଆଦେଶ ପାଳନ କରିବ। ଯଦି ତୁମ୍ଭେ ତାଙ୍କର ଉପଦେଶ ଠିକ୍ ଭାବରେ ପାଳନ କରିବ, ତେବେ ତୁମ୍ଭେ ଯେଉଁ କର୍ମ କରିବ ସେଥିରେ ଉତ୍ତୀର୍ଣ୍ଣ ହେବ। Se kapitletପବିତ୍ର ବାଇବଲ (Re-edited) - (BSI)7 ମାତ୍ର ଆମ୍ଭର ସେବକ ମୋଶା ତୁମ୍ଭକୁ ଯେସମସ୍ତ ବ୍ୟବସ୍ଥା ଆଦେଶ କରିଅଛି, ସେସବୁ ତୁମ୍ଭେ ମାନିବାକୁ ଓ କରିବାକୁ ବଳବାନ ଓ ଅତି ସାହସିକ ହୁଅ; ତହିଁର ଦକ୍ଷିଣକୁ କି ବାମକୁ ଫେର ନାହିଁ, ତହିଁରେ ତୁମ୍ଭେ ଯେକୌଣସି ସ୍ଥାନକୁ ଯିବ, ସେଠାରେ କୁଶଳ ପ୍ରାପ୍ତ ହେବ। Se kapitletଓଡିଆ ବାଇବେଲ7 ମାତ୍ର ଆମ୍ଭର ସେବକ ମୋଶା ତୁମ୍ଭକୁ ଯେ ସମସ୍ତ ବ୍ୟବସ୍ଥା ଆଦେଶ କରିଅଛି, ସେସବୁ ତୁମ୍ଭେ ମାନିବାକୁ ଓ କରିବାକୁ ବଳବାନ ଓ ଅତି ସାହସିକ ହୁଅ; ତହିଁର ଦକ୍ଷିଣକୁ କି ବାମକୁ ଫେର ନାହିଁ, ତହିଁରେ ତୁମ୍ଭେ ଯେକୌଣସି ସ୍ଥାନକୁ ଯିବ, ସେଠାରେ କୁଶଳ ପ୍ରାପ୍ତ ହେବ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମାତ୍ର ଆମ୍ଭର ସେବକ ମୋଶା ତୁମ୍ଭକୁ ଯେସମସ୍ତ ବ୍ୟବସ୍ଥା ଆଦେଶ କରିଅଛି, ସେସବୁ ତୁମ୍ଭେ ମାନିବାକୁ ଓ କରିବାକୁ ବଳବାନ ଓ ଅତି ସାହସିକ ହୁଅ; ତହିଁର ଦକ୍ଷିଣକୁ କି ବାମକୁ ଫେର ନାହିଁ, ତହିଁରେ ତୁମ୍ଭେ ଯେକୌଣସି ସ୍ଥାନକୁ ଯିବ, ସେଠାରେ କୁଶଳ ପ୍ରାପ୍ତ ହେବ। Se kapitlet |